Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ କର୍ମଚାରୀଙ୍କୁ ଉପହାର : 5 ପ୍ରତିଶତ ମହଙ୍ଗା ଭତ୍ତାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଆଜିର ଖବର

ସରକାରୀ କର୍ମଚାରୀଙ୍କୁ ଉପହାର : 5 ପ୍ରତିଶତ ମହଙ୍ଗା ଭତ୍ତାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କୁ ଓଡିଶା ସରକାରଙ୍କ ପକ୍ଷରୁ ଉପହାର ପ୍ରଦାନ କରାଯାଇଛି । ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ 5 ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି । ଏହା ସହିତ ସପ୍ତମ ବେତନ କମିଶନ ଅନୁଯାୟୀ ସମସ୍ତ କର୍ମଚାରୀଙ୍କ ବର୍ଦ୍ଧିତ ବେତନର 10 ପ୍ରତିଶତ ରାଜ୍ୟ ସରକାର ପିଛିଲା ଭାବରେ ପ୍ରଦାନ କରିବାର ନିଷ୍ପତ୍ତି ନେଇଛନ୍ତି । ବଜେଟ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ନିଷ୍ପତ୍ତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

da naveenpttanaik
Share. Facebook Twitter LinkedIn Email WhatsApp Copy Link

Related Posts

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ

October 7, 2026
Latest News

ୟୁରିକ୍ ଏସିଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଜାଣନ୍ତୁ କେଉଁ ଖାଦ୍ୟ ଖାଇବେ ଓ କାହାଠାରୁ ଦୂରେଇ ରହିବେ

October 7, 2026

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.