Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକ୍‌କୁ ପିଟିଲା ଡାଲାଅଟୋ: ଜଣେ ଗୁରୁତର
ଆଜିର ଖବର

ବାଇକ୍‌କୁ ପିଟିଲା ଡାଲାଅଟୋ: ଜଣେ ଗୁରୁତର

February 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ବାଣପୁରର ମାଟିଆ ପୋଖରୀ ଭେଟେଶ୍ବର ରାସ୍ତାରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ମାଟିଆ ପୋଖରୀର ବଡଶଙ୍ଖ ଠାରେ ଏକ ବାଇକ୍‌କୁ ପଛପଟୁ ଆସୁଥିବା ଡାଲା ଅଟୋ ଧକ୍କା ଦେବାରୁ ବାଇକ୍‌ ଚାଳକ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ଜଣକ ହେଉଛନ୍ତି ବାଁଳୋଇ ଗ୍ରାମର ବାସୁଦେବ ପ୍ରଧାନ(୪୭)।

ଉଲ୍ଲେଖଯୋଗ୍ୟ ଯେ, ଆହତ ବାଇକ୍‌ ଚାଳକ ବାଁଳୋଇରୁ ବାଣପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ଡାଲା ଅଟୋଟି ଫେରାର ହୋଇ ଯାଇଥିବା ବେଳେ ଭେଟେଶ୍ବର ପଞ୍ଚାୟତ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଥିଲେ। ଆହତ ଯୁବକଙ୍କୁ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ନାକରୁ ଏବଂ କାନରୁ ରକ୍ତସ୍ରାବ ବନ୍ଦ ନହେବା କାରଣରୁ ଯୁବକଙ୍କୁ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବାଣପୁର ଥାନା ଏସ୍‌ଆଇ ପ୍ରସନ୍ନ ଜେନା ଏହି ଘଟଣାର ତଦନ୍ତ କରୁଛନ୍ତି।

 

accident BANAPUR
Share. Facebook Twitter LinkedIn Email WhatsApp Copy Link

Related Posts

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Latest News

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.