Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘କେଶରୀ’ର ଟ୍ରେଲର୍‌ ଆଉଟ୍‌ : ଅକ୍ଷୟଙ୍କ ଦମଦାର୍‌ ଡାଏଲଗ୍‌
ଆଜିର ଖବର

‘କେଶରୀ’ର ଟ୍ରେଲର୍‌ ଆଉଟ୍‌ : ଅକ୍ଷୟଙ୍କ ଦମଦାର୍‌ ଡାଏଲଗ୍‌

February 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ଅଭିନେତା ଖିଲାଡି ଷ୍ଟାର୍‌ ଅକ୍ଷୟ କୁମାରଙ୍କ ଅଭିନୀତ ଚଳଚ୍ଚିତ୍ର ’କେଶରୀ’ର ଟ୍ରେଲର୍‌ ଆଜି ରିଲିଜ୍‌ ହୋଇଛି । ଏହି ଚଳଚ୍ଚିତ୍ରରେ ଅକ୍ଷୟ ଜଣେ ଶିଖ୍‌ ଯୋଦ୍ଧା ଭୂମିକାରେ ଅଭିନୟ କରିଛନ୍ତି । ତିନି ମିନିଟ୍‌ର ଏହି ଟ୍ରେଲରଟି ଅକ୍ଷୟ କୁମାରଙ୍କ ଏକ ସଂଳାପରୁ ଆରମ୍ଭ ହୋଇଛି । ସଂଳାପରେ ଅକ୍ଷୟ କହିଛନ୍ତି – ‘ଜଣେ ଗୋରା ମୋତେ କହିଥିଲା ଯେ, ତୁମେ ଗୋଲାମ୍‌, ହିନ୍ଦୁସ୍ତାନ ମାଟିରେ ଭୀରୁମାନେ ଜନ୍ମ ନେଇଥା’ନ୍ତି । ଆଜି ଉତ୍ତର ଦେବାର ସମୟ ଆସିଛି ।’ ଏହି ଟ୍ରେଲର୍‌ରେ ଜବରଦସ୍ତ ଆକ୍ସନ ସହ ଅକ୍ଷୟଙ୍କ ଆହୁରି ଦମଦାର୍‌ ସଂଳାପ ରହିଛି । ଫିଲ୍ମଟି ସାରଗଡ଼ୀ ଯୁଦ୍ଧ ଉପରେ ଆଧାରିତ । ୧୦ହଜାର ଆଫଗାନୀଙ୍କ ସହ ୨୧ ଜଣ ଶିଖ୍‌ ଯବାନ୍‌ଙ୍କ ଯୁଦ୍ଧକୁ ନେଇ ପ୍ରସ୍ତୁତ ହୋଇଛି ଏହି ଫିଲ୍ମଟି । ଏହି ଫିଲ୍ମରେ ଅକ୍ଷୟଙ୍କ ସହ ପରିଣୀତି ଚୋପ୍ରାଙ୍କୁ ଦେଖିବାକୁ ମିଳିବ । ଧର୍ମା ପ୍ରଡକ୍ସନ ବ୍ୟାନରରେ ପ୍ରସ୍ତୁତ ଏହି ଫିଲ୍ମଟି ମାର୍ଚ୍ଚ ମାସରେ ପରଦା ଉପରକୁ ଆସିବ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026
Latest News

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.