Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ : 11ଟା 30 ପର୍ଯ୍ୟନ୍ତ ଗୃହ ମୁଲତବୀ
ଆଜିର ଖବର

ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ : 11ଟା 30 ପର୍ଯ୍ୟନ୍ତ ଗୃହ ମୁଲତବୀ

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ବିଧାନସଭା ବଜେଟ୍‌ ଅଧିବେଶନର ଦ୍ବିତୀୟ ଦିନ। ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଆରମ୍ଭ ହୋଇଛି । ଦିନ 11ଟା 30 ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି । ବାଚସ୍ପତିଙ୍କ ରୁଲିଂକୁ ବିରୋଧ କରି ବିରୋଧୀ କଂଗ୍ରେସ ହଟ୍ଟଗୋଳ କରିଛି । ଆଜି ଗୋଳନ୍ଥରା ବସ୍‌ ଟ୍ରାଜେଡି ନେଇ ମୁଲତବୀ ପ୍ରସ୍ତାବ ଆଣିଥିଲା ବିଜେପି । ସୂଚନାଯୋଗ୍ୟ, ଚଳିତ ବିଧାନସଭା ବଜେଟ୍ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି । ଦୁଇଟି ପର୍ଯ୍ୟାୟରେ ବିଧାନସଭା ଚାଲିବ । ୧୮ ତାରିଖରେ ଅର୍ଥମନ୍ତ୍ରୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ । ଗତକାଲିଠାରୁ ବିଧାନସଭାର ଅଧିବେଶନ ଆରମ୍ଭ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026
Latest News

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.