Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ କେଜରୀଓ୍ବାଲ
ଆଜିର ଖବର

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ କେଜରୀଓ୍ବାଲ

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାରେ ପ୍ରଚଣ୍ଡ ବହୁମତ ପାଇ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ ଅରବିନ୍ଦ କେଜରୀଓ୍ବାଲ। ସରକାରୀ ଅଧିସୂଚନା ଅନୁସାରେ ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ୬ ଜଣ ବିଧାୟକଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତି ଦେଇଛନ୍ତି।  ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପଦ ପାଇଁ ଅରବିନ୍ଦ କେଜରୀଓ୍ବାଲ ଶପଥ ନେବେ। ଦିଲ୍ଲୀର ରାମଲୀଲା ମୈଦାନଠାରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲଙ୍କ ସହିତ ମନୀଷ ସିସୋଦିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗହଲୋତ, ଇମ୍ରାନ ହୁସେନ ଓ ରାଜେନ୍ଦ୍ର ଗୌତମ  ପ୍ରମୁଖ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ୍‌ ପୁଲିସ୍‌ ଆଡଭରଜାରୀ ଜାରି କରିଛି। ଏଥିରେ ପାର୍କିଂ ବ୍ୟବସ୍ଥା ଉପରେ ଗୁରୁତ୍ବାରୋପ କରାଯାଇଛି। ସେହିପରି ରାମଲୀଲା ମୈଦାନ ନିକଟସ୍ଥ କିଛି ରାସ୍ତାକୁ ମଧ୍ୟ ଡାଇଭର୍ଟ କରାଯାଇଛି। ସୂଚନାଯାୟୀ ଚଳିତ ନିର୍ବାଚନରେ ଆପ୍‌ 62ଟି ଆସନ ଜିତି ବାଜିମାତ୍‌ କରିଥିବାବେଳେ ବିଜେପି 8ଟି ଆସନ  ଓ କଂଗ୍ରେସ ଶୂନ୍ୟରେ ରହିଛି।(ଏଜେନ୍ସି)

arabind kejriwal
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.