Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୋର୍ଡ ଅଫ୍‌ ରେଭିନ୍ୟୁ କୋଠାରେ ଅଗ୍ନିକାଣ୍ଡ
ଆଜିର ଖବର

ବୋର୍ଡ ଅଫ୍‌ ରେଭିନ୍ୟୁ କୋଠାରେ ଅଗ୍ନିକାଣ୍ଡ

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କଟକ : କଟକ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ବୋର୍ଡ ଅଫ୍‌ ରେଭିନ୍ୟୁ କୋଠାର ତୃତୀୟ ମହଲାରେ ନିଆଁ ଲାଗିଛି। ନିଆଁକୁ ଆୟତ୍ତ କରିବା ପାଇଁ ଦୁଇଟି ଅଗ୍ନିଶମ ଗାଡ଼ି ଉଦ୍ୟମ ଜାରି ରଖିଛନ୍ତି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବାବେଳେ ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରହିଛି।  ଅଫିସ କର୍ମଚାରୀ, ସ୍ଥାନୀୟ ଲୋକେମାନେ ନିଆଁ ଲିଭାଇବା ପାଇଁ ଉଦ୍ୟମ କରୁଛନ୍ତି। ନିଆଁ ଅଧିକ ନ ବ୍ୟାପିବା ପାଇଁ ଅଗ୍ନିଶମ ଗାଡି ଉପସ୍ଥିତ ରହିଛି। ପୂର୍ବରୁ ଲୋକସେବା ଭବନର କେୟାଟେକର ରୁମ୍‌ରେ ମଧ୍ୟ ଅଗ୍ନିକାଣ୍ଡ ଘଟିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବିଳମ୍ବିତ ରାୟକୁ ନେଇ ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ : ରାୟ ସଂରକ୍ଷିତର ସର୍ବାଧିକ ୩ ମାସ ମଧ୍ୟରେ ଫୈସଲା କରିବାକୁ ନିର୍ଦ୍ଦେଶ

May 29, 2026

ବାରଙ୍ଗରୁ ହଟିଲା ରାସ୍ତା ଅବରୋଧ

May 29, 2026

ଜିଏମୟୁ ଇତିହାସ ବିଭାଗ ପକ୍ଷରୁ ଭୀମ ମଣ୍ଡଳୀକୁ ଶିକ୍ଷାଗତ ଐତିହ୍ୟ ପରିଦର୍ଶନ

May 29, 2026

ଯୌତୁକ ନିର୍ଯାତନା ମାମଲାରେ କଡ଼ା ମନ୍ତବ୍ୟ ଦେଲେ ସୁପ୍ରିମକୋର୍ଟ

May 29, 2026
Latest News

ବ୍ୟର୍ଥ ଗଲା ବୈଭବ ସୂର୍ଯ୍ୟବଂଶୀଙ୍କ ଇନିଂସ୍: ରାଜସ୍ଥାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଗୁଜୁରାଟ

May 29, 2026

ବିଳମ୍ବିତ ରାୟକୁ ନେଇ ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ : ରାୟ ସଂରକ୍ଷିତର ସର୍ବାଧିକ ୩ ମାସ ମଧ୍ୟରେ ଫୈସଲା କରିବାକୁ ନିର୍ଦ୍ଦେଶ

May 29, 2026

ବାରଙ୍ଗରୁ ହଟିଲା ରାସ୍ତା ଅବରୋଧ

May 29, 2026

ଜିଏମୟୁ ଇତିହାସ ବିଭାଗ ପକ୍ଷରୁ ଭୀମ ମଣ୍ଡଳୀକୁ ଶିକ୍ଷାଗତ ଐତିହ୍ୟ ପରିଦର୍ଶନ

May 29, 2026

ଯୌତୁକ ନିର୍ଯାତନା ମାମଲାରେ କଡ଼ା ମନ୍ତବ୍ୟ ଦେଲେ ସୁପ୍ରିମକୋର୍ଟ

May 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.