Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»6 ବର୍ଷୀୟ ଛାତ୍ରୀଙ୍କ ବସ୍ତ୍ର ଓହ୍ଲାଇଲେ ଶିକ୍ଷୟିତ୍ରୀ : ଥାନାରେ ମାମଲା
ଆଜିର ଖବର

6 ବର୍ଷୀୟ ଛାତ୍ରୀଙ୍କ ବସ୍ତ୍ର ଓହ୍ଲାଇଲେ ଶିକ୍ଷୟିତ୍ରୀ : ଥାନାରେ ମାମଲା

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ଆଜି ସହରର ମଧ୍ୟଭାଗରେ ଥିବା ତଥା ପ୍ରତିଷ୍ଠିତ ଇଂରାଜୀ ମାଧ୍ୟମ ସ୍କୁଲ କେ.ସି. ପବ୍ଲିକ୍ ସ୍କୁଲରେ ଏକ ଲଜ୍ଜାଜନକ ଘଟଣା ଘଟିଯାଇଛି । ସ୍କୁଲରେ ପଢୁଥିବା ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କ ବସ୍ତ୍ର ଓହ୍ଲାଇଛନ୍ତି ଶିକ୍ଷୟିତ୍ରୀ ।

ଉଲ୍ଲେଖଯୋଗ୍ୟ ଯେ, ଟାଟା ବେଞ୍ଜ ସ୍କୁଲର ଏହି 6 ବର୍ଷୀୟ ପ୍ରଥମ ଶ୍ରେଣୀ ଛାତ୍ରୀ ଜଣକ ସ୍କୁଲ ୟୁନିଫର୍ମ ପିନ୍ଧିନଥିଲେ । ଶିକ୍ଷୟିତ୍ରୀଙ୍କ ବାରମ୍ବାର ତାଗିଦ ସତ୍ତ୍ବେ ଛାତ୍ରୀଜଣକ ୟୁନିଫର୍ମ ପିନ୍ଧିନଥିବାରୁ ଶିକ୍ଷୟିତ୍ରୀ ଜଣକ ଛାତ୍ରୀଙ୍କ ଲେଗିଙ୍ଗସ ଓହ୍ଲାଇ ଦେଇଥିଲେ । ଛାତ୍ରୀ ଜଣକ ଏନେଇ ନିଜ ପିତାଙ୍କ ନିକଟରେ ଅଭିଯୋଗ କରିବା ପରେ ଉତ୍ତେଜନା ଦେଖାଦେଇଥିଲା । ଛାତ୍ରୀଙ୍କ ପିତାଙ୍କ ପକ୍ଷରୁ ଏନେଇ ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ପରେ ଆପୋଷ ସମାଧାନ ହୋଇଥିବା ଜଣାପଡିଛି ।

school
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026
Latest News

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.