Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶହୀଦ୍‌ଙ୍କ ନାମରେ ଶପଥ ନେଲେ ଗୋପାଳ ରାୟ
ଆଜିର ଖବର

ଶହୀଦ୍‌ଙ୍କ ନାମରେ ଶପଥ ନେଲେ ଗୋପାଳ ରାୟ

February 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀର ରାମଲୀଲା ମୈଦାନରେ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦଙ୍କ ସହିତ 6ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି। ସାଧାରଣରେ ଶପଥ ନେବା ସମୟରେ ଈଶ୍ବର କିମ୍ବା ଆଲ୍ଲାଙ୍କ ନାମରେ ନିଆଯାଇଥିବାବେଳେ ଏହି ଶପଥ କାର୍ଯ୍ୟକ୍ରମରେ ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି। କେଜରୀଓ୍ବାଲଙ୍କ ଜଣେ ମନ୍ତ୍ରୀ ଶହୀଦ୍‌ଙ୍କ ନାମରେ ଶପଥ ନେଇଛନ୍ତି । କେଜରୀଓ୍ବାଲ ସରକାରର ମନ୍ତ୍ରୀ ଗୋପାଲ ରାୟ ଈଶ୍ବରଙ୍କ ନାମରେ ଶପଥ ନ ନେଇ ଆଜାଦୀ ପାଇଁ ବଳିଦାନ ଦେଇଥିବା ଶହୀଦ୍‌ଙ୍କ ନାମରେ ନିଜର ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.