ସମୀକ୍ଷା ବ୍ୟୁରୋ ବୌଦ୍ଧ : ବୌଦ୍ଧଠାରେ ଏକ ସଡକ ଦୁର୍ଘଟଣା ଜଣକର ମୃତ୍ୟୁ ଘଟିଛି । କାର୍ ଓ ବାଇକ୍ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବାବେଳେ ଚାରି ଜଣ ଗୁରୁତର ହୋଇଛନ୍ତି। ବୌଦ୍ଧ ମନମୁଣ୍ଡା-କଣ୍ଟାମାଳ ରାସ୍ତାର ଖଟଖଟିଆ ନିକଟରେ ଏହି ଦୁର୍ଘଟଣା ଘଟିଛି ।
କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀAugust 21, 2025