Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡି 3 ମୃତ
ଆଜିର ଖବର

ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡି 3 ମୃତ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକତା : ପଶ୍ଚିମବଙ୍ଗର ମାଲଦା ଜିଲ୍ଲାରେ ଏକ ନିର୍ମାଣାଧୀନ ବ୍ରିଜ ଭୁଶୁଡ଼ି ପଡ଼ିବାରୁ 3 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 5  ଜଣ ଲୋକ ଆହତ ହୋଇଛନ୍ତି। ଦୁର୍ଘଟଣା ସଂପର୍କିତ ସୂଚନା ମିଳିବା ପରେ ଦମକଳ ବାହିନୀ ଓ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା। ଉଦ୍ଧାର ହୋଇଥିବା ଲୋକଙ୍କୁ ଆମ୍ବୁଲାନ୍ସରେ ଚିକିତ୍ସା ପାଇଁ ମାଲଦା ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ ନିର୍ମାଣଧୀନ ବ୍ରିଜ୍‌ରେ 7ରୁ 8 ଜଣ ଲୋକ କାମ କରୁଥିବାବେଳେ ବ୍ରିଜ୍‌ଟି ଭୁଶୁଡି ପଡ଼ିଥିଲା। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

କାହିଁକି ବିଭାଜିତ ହେଲା ଶିବସେନା ୟୁବିଟି?: ଜଣାପଡିଲା କାରଣ

June 18, 2026

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

June 18, 2026

ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

June 18, 2026

ବାଲୁଗାଁ: ୧୦ ଜୁଆଡ଼ି ଗିରଫ

June 18, 2026
Latest News

କାହିଁକି ବିଭାଜିତ ହେଲା ଶିବସେନା ୟୁବିଟି?: ଜଣାପଡିଲା କାରଣ

June 18, 2026

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

June 18, 2026

ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

June 18, 2026

ବାଲୁଗାଁ: ୧୦ ଜୁଆଡ଼ି ଗିରଫ

June 18, 2026

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.