Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜେଟ୍‌ ପୂର୍ବରୁ ଆଗତ ହେଲା ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ : ଅଭିବୃଦ୍ଧି ହାର ହ୍ରାସ
ଆଜିର ଖବର

ବଜେଟ୍‌ ପୂର୍ବରୁ ଆଗତ ହେଲା ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ : ଅଭିବୃଦ୍ଧି ହାର ହ୍ରାସ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଧାନସଭାରେ ବଜେଟ୍‌ ଅଧିବେଶନ ଚାଲିଥିବା ବେଳେ ଆସନ୍ତା କାଲି ଆଗତ ହେବାକୁ ଯାଉଛି ବଜେଟ୍‌ । ବଜେଟ୍‌ ଆଗତ ହେବା ପୂର୍ବରୁ ଆଜି ବିଧାନସଭାରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ପ୍ରକାଶ ପାଇଥିଲା । ଏହି ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ ଚଳିତ ବର୍ଷ ରାଜ୍ୟର ଅଭିବୃଦ୍ଧି ହାର ହ୍ରାସ ପାଇଛି । ବାତ୍ୟା ଯୋଗୁଁ କୃଷି ଉତ୍ପାଦନ ହ୍ରାସ ପାଇଥିବା କାରଣରୁ ଅଭିବୃଦ୍ଧି ହାର ହ୍ରାସ ପାଇଛି । ଚଳିତ ବର୍ଷର ଅଭିବୃଦ୍ଧି ହାର 6.16 ପ୍ରତିଶତ ରହିଛି । ପୂର୍ବ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର 7.90 ପ୍ରତିଶତ ରହିଥିଲା । ସେହିପରି ଚଳିତ ବର୍ଷ ରାଜ୍ୟର ମୁଣ୍ଡପିଛା ଆୟ କମିଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । 2018-19 ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ 95,164 ଟଙ୍କା ରହିଥିବା ବେଳେ ଚଳିତ ବର୍ଷ ମୁଣ୍ଡପିଛା ଆୟ 1,01,587 ଟଙ୍କା ରହିଛି । ଏହି ସମୟରେ ଜାତୀୟ ମୁଣ୍ଡପିଛା ଆୟ 1,35,550 ଟଙ୍କା ରହିଛି । (ଏଜେନ୍ସି)

economicsurvey Odisha vidhansabha
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026
Latest News

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.