Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶାହିନ୍‌ବାଗରୁ ହଟିବ ଆନ୍ଦୋଳନ : ମଧ୍ୟସ୍ଥି ନିଯୁକ୍ତ କଲେ ସର୍ବୋଚ୍ଚ କୋର୍ଟ
ଆଜିର ଖବର

ଶାହିନ୍‌ବାଗରୁ ହଟିବ ଆନ୍ଦୋଳନ : ମଧ୍ୟସ୍ଥି ନିଯୁକ୍ତ କଲେ ସର୍ବୋଚ୍ଚ କୋର୍ଟ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶାହିନ୍‌ବାଗରେ ଜାରି ରହିଥିବା ସିଏଏ ବିରୋଧୀ ଆନ୍ଦୋଳନକୁ ନେଇ ସର୍ବୋଚ୍ଚ କୋର୍ଟ ନିଜର ନିଷ୍ପତ୍ତି ନେଇଛନ୍ତି । ସିଏଏ ଆନ୍ଦୋଳନକୁ ନେଇ ଦାଖଲ କରାଯାଇଥିବା ବିଭିନ୍ନ ଯାଚିକା ଉପରେ ବିଚାର କରି ସୋମବାର ଏହି ମାମଲାରେ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା ପାଇଁ ଦୁଇ ଜଣ ମଧ୍ୟସ୍ଥି ନିଯୁକ୍ତି କରିଛନ୍ତି ସର୍ବୋଚ୍ଚ କୋର୍ଟ । ନୂଆଦିଲ୍ଲୀର କାଳିନ୍ଦୀ କୁଞ୍ଜ ନିକଟସ୍ଥ ଶାହିନ୍‌ବାଗ୍‌ରେ ସିଏଏ ବିରୋଧୀ ଆନ୍ଦୋଳନ ବିରୋଧରେ ସର୍ବୋଚ୍ଚ କୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି । ବରିଷ୍ଠ ଆଇନଜୀବୀ ସଞ୍ଜୟ ହେଗ୍‌ଡେ ଏବଂ ସାଧନା ରାମଚନ୍ଦ୍ରନଙ୍କୁ ସର୍ବୋଚ୍ଚ କୋର୍ଟ ଏହି ମାମଲାରେ ମଧ୍ୟସ୍ଥି ନିଯୁକ୍ତ କରିଛନ୍ତି । ଦୁଇ ଓକିଲ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ଆନ୍ଦୋଳନକାରୀ ମାନେ ଅନ୍ୟ କୌଣସି ସ୍ଥାନରେ ଆନ୍ଦୋଳନ କରିବା ଉଚିତ୍‌ ବୋଲି ସର୍ବୋଚ୍ଚ କୋର୍ଟ । ଯଦି ମଧ୍ୟସ୍ଥିଙ୍କ ଆଲୋଚନା ବିଫଳ ହୁଏ ତେବେ ସରକାରଙ୍କୁ ହସ୍ତକ୍ଷେପ କରିବାକୁ ପଡିବ ବୋଲି ସର୍ବୋଚ୍ଚ କୋର୍ଟ କହିଛନ୍ତି । (ଏଜେନ୍ସି)

SHAHEENBAGH supremecourt
Share. Facebook Twitter LinkedIn Email WhatsApp Copy Link

Related Posts

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026
Latest News

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.