Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ୱରଠାରେ ନାଗରିକତା ସଂଶୋଧନ ଆଇନ ସଚେତନତା ରାଲି ଏବଂ ବିଶାଳ ଜନସମାବେଶ
ଆଜିର ଖବର

ବାଲେଶ୍ୱରଠାରେ ନାଗରିକତା ସଂଶୋଧନ ଆଇନ ସଚେତନତା ରାଲି ଏବଂ ବିଶାଳ ଜନସମାବେଶ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ୱର : ଦେଶର ବିଭାଜନ ଧର୍ମ ଆଧାରରେ ହେବା କଥା ନୁହେଁ କିନ୍ତୁ କଂଗ୍ରେସ ଧର୍ମ ଆଧାରରେ ଦେଶକୁ ବିଭାଜନ କରିଛି। ଆଉ ଏବେ କ୍ଷମତା ହାସଲ କରିବା ପାଇଁ ନାଗରିକତା ସଂଶୋଧନ ଆଇନ ନାଁରେ ହୀନ ରାଜନୀତି କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରିଚାଲିଛି। ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ। କିନ୍ତୁ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି। ବାଲେଶ୍ବରରେ ଆୟୋଜିତ ସିଏଏ ରାଲିକୁ ସମ୍ବୋଧିତ କରି ଏହା କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି।

ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟା ଲଘୁବର୍ଗର ଶରଣାର୍ଥୀମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି ବୋଲି ବାଲେଶ୍ୱରଠାରେ ଆୟୋଜିତ ନାଗରିକତା ସଂଶୋଧନ ଆଇନ ସଚେତନତା ରାଲିରେ ଯୋଗ ଦେଇ କହିଛନ୍ତି ରାଜ୍ୟ ସଭାପତି ସମୀର ମହାନ୍ତି।ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏହି ରାଲିରେ ଯୋଗଦେଇ କେନ୍ଦ୍ର ସରକାରଙ୍କ ସଫଳତା ଉପରେ ଉଲ୍ଲେଖ କରିଥିଲେ।

caa
Share. Facebook Twitter LinkedIn Email WhatsApp Copy Link

Related Posts

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Latest News

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026

ରାଜ୍ୟରେ ପୁଣି ତେଜିଲା ମେଟ୍ରୋ ରାଜନୀତି

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.