Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦକ୍ଷିଣ କୋରିଆରେ ମୋଦିଙ୍କୁ ସିଓଲ ଶାନ୍ତି ପୁରସ୍କାର : ଏହା ସାରା ଭାରତର ସମ୍ମାନ
ଆଜିର ଖବର

ଦକ୍ଷିଣ କୋରିଆରେ ମୋଦିଙ୍କୁ ସିଓଲ ଶାନ୍ତି ପୁରସ୍କାର : ଏହା ସାରା ଭାରତର ସମ୍ମାନ

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋଦି ୨ ଦିନିଆ ଦକ୍ଷିଣକୋରିଆ ଗସ୍ତରେ ଯାଇଛନ୍ତି । ଗତକାଲି ମୋଦି ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ  ଭାରତ-କୋରିଆ ଷ୍ଟାର୍ଟ ଅପ୍‌ ହବ୍‌ ଆରମ୍ଭ  କରିଛନ୍ତି । ଏହି ଅବସରରେ ସିଓଲସ୍ଥିତ ୟୋନସେଇ ବିଶ୍ବବିଦ୍ୟାଳୟରେ ମହାତ୍ମା ଗାନ୍ଧିଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ ମଧ୍ୟ କରିଛନ୍ତି ।  ଆଜି ତାଙ୍କୁ ଦକ୍ଷିଣକୋରିଆ ପକ୍ଷରୁ ୨୦୧୮ ମସିହା ପାଇଁ ସିଓଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି ।  ଏ ନେଇ ଆୟୋଜିତ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବରେ ଦକ୍ଷିଣ କୋରିଆ ପ୍ରତିପକ୍ଷର ମୋଦିଙ୍କୁ ଏହି ସମ୍ମାନଜନକ ୧୪ଶ ସିଓଲ ଶାନ୍ତି ପୁରସ୍କାର ପ୍ରଦାନ କରି ସମ୍ମାନିତ କରିଥିଲେ । ମୋଦି ପୁରସ୍କାର ଗ୍ରହଣ କରି ଏହି ସମ୍ମାନ ସାରା ଭାରତର ସମ୍ମାନ ବୋଲି କହିବା ସହିତ  ଏହା ’ବସୁଧୈବ କୁଟୁମ୍ବକମ୍‌’ର ପରିଚୟ ବୋଲି କହିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

ଟି-୨୦ ବିଶ୍ୱକପ୍: ସନ୍ଧ୍ୟାରେ ଭାରତ ବନାମ ଆମେରିକା ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ

February 7, 2026
Latest News

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026

ଚିନ୍ତା ବଢ଼ାଇଲା ଆମେରିକା ଦ୍ଵାରା ପ୍ରକାଶିତ ଭାରତ ମାନଚିତ୍ର: ପାକିସ୍ତାନ ଏବଂ ଚୀନ୍ କୁ ବଡ଼ ଝଟକା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.