Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦକ୍ଷିଣ କୋରିଆରେ ମୋଦିଙ୍କୁ ସିଓଲ ଶାନ୍ତି ପୁରସ୍କାର : ଏହା ସାରା ଭାରତର ସମ୍ମାନ
ଆଜିର ଖବର

ଦକ୍ଷିଣ କୋରିଆରେ ମୋଦିଙ୍କୁ ସିଓଲ ଶାନ୍ତି ପୁରସ୍କାର : ଏହା ସାରା ଭାରତର ସମ୍ମାନ

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋଦି ୨ ଦିନିଆ ଦକ୍ଷିଣକୋରିଆ ଗସ୍ତରେ ଯାଇଛନ୍ତି । ଗତକାଲି ମୋଦି ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ  ଭାରତ-କୋରିଆ ଷ୍ଟାର୍ଟ ଅପ୍‌ ହବ୍‌ ଆରମ୍ଭ  କରିଛନ୍ତି । ଏହି ଅବସରରେ ସିଓଲସ୍ଥିତ ୟୋନସେଇ ବିଶ୍ବବିଦ୍ୟାଳୟରେ ମହାତ୍ମା ଗାନ୍ଧିଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ ମଧ୍ୟ କରିଛନ୍ତି ।  ଆଜି ତାଙ୍କୁ ଦକ୍ଷିଣକୋରିଆ ପକ୍ଷରୁ ୨୦୧୮ ମସିହା ପାଇଁ ସିଓଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି ।  ଏ ନେଇ ଆୟୋଜିତ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବରେ ଦକ୍ଷିଣ କୋରିଆ ପ୍ରତିପକ୍ଷର ମୋଦିଙ୍କୁ ଏହି ସମ୍ମାନଜନକ ୧୪ଶ ସିଓଲ ଶାନ୍ତି ପୁରସ୍କାର ପ୍ରଦାନ କରି ସମ୍ମାନିତ କରିଥିଲେ । ମୋଦି ପୁରସ୍କାର ଗ୍ରହଣ କରି ଏହି ସମ୍ମାନ ସାରା ଭାରତର ସମ୍ମାନ ବୋଲି କହିବା ସହିତ  ଏହା ’ବସୁଧୈବ କୁଟୁମ୍ବକମ୍‌’ର ପରିଚୟ ବୋଲି କହିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025

ଡ୍ରଗ୍ସ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ: ୪୦ କୋଟି ମୂଲ୍ୟର ରାସାୟନିକ ପଦାର୍ଥ ଜବତ

November 15, 2025

୧୬ ଖେଳାଳିଙ୍କୁ ରଖିଲା CSK: ପଥିରଣା ସମେତ ୯ ଖେଳାଳି ହେଲେ ମୁକ୍ତ; ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

November 15, 2025
Latest News

Demat Accounts Increase: ସେୟାର ମାର୍କେଟ ପ୍ରତି ଦେଶରେ ଲୋକଙ୍କ ଆଗ୍ରହ ବୃଦ୍ଧି ପାଉଛି, ସେବି

November 15, 2025

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025

ଡ୍ରଗ୍ସ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ: ୪୦ କୋଟି ମୂଲ୍ୟର ରାସାୟନିକ ପଦାର୍ଥ ଜବତ

November 15, 2025

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.