Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରପ୍ରଦେଶରୁ ୨ ଜୈଶ ଆତଙ୍କବାଦୀ ଗିରଫ
ଆଜିର ଖବର

ଉତ୍ତରପ୍ରଦେଶରୁ ୨ ଜୈଶ ଆତଙ୍କବାଦୀ ଗିରଫ

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶରୁ ଜୈଶ – ଏ – ମହମ୍ମଦର ଦୁଇ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ରାଜ୍ୟ ଆତଙ୍କବାଦୀ ନିରୋଧୀ ସ୍କ୍ବାଡ (ଏଟିଏସ୍‌) ତାଙ୍କୁ ଗିରଫ କରିଛି । ଏହି ଦୁଇ ଆତଙ୍କବାଦୀଙ୍କ ନାମ ଶାହନଓ୍ବାଜ ତେଲି ଏବଂ ଆକିବ ଅହମ୍ମଦ । ଶାହନଓ୍ବାଜଙ୍କ ଘର ଜାମ୍ମୁ-କାଶ୍ମୀରର କୁଲଗାମରେ ହୋଇଥିବାବେଳେ ସେ ଉତ୍ତରପ୍ରଦେଶର ଦେଓବନ୍ଧରେ ରହି ପାଠ ପଢୁଥିଲେ । ସେହିପରି ଆକିବଙ୍କ ଘର ପୁଲଓ୍ବାମାରେ । ଉଭୟ ଜୈଶ ନିର୍ଦ୍ଦେଶରେ ଲୋକଙ୍କୁ ଆତଙ୍କବାଦୀ ସଂଗଠନରେ ଭର୍ତ୍ତି କରୁଥିଲେ ବୋଲି କୁହାଯାଇଛି । ସୂଚନା ମୁତାବକ, ପୁଲଓ୍ବାମା ଆକ୍ରମଣ ପରେ ପଶ୍ଚିମ ଉତ୍ତରପ୍ରଦେଶରେ ଏଟିଏସ୍‌ ପକ୍ଷରୁ ବଡ଼ ଧରଣର ଅପରେସନ୍‌ କରାଯାଉଛି । ଗୁରୁବାର ରାତି ପ୍ରାୟ ୨ଟା ୩୦ରେ ଦେଓବନ୍ଧର ଏକ ଘରେ ଚଢାଉ କରି ଏମାନଙ୍କୁ ଗିରଫ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026
Latest News

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.