Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଇରାଲ୍‌ ହେଲା ମାଟ୍ରିକ ପ୍ରଶ୍ନପତ୍ର
ଆଜିର ଖବର

ଭାଇରାଲ୍‌ ହେଲା ମାଟ୍ରିକ ପ୍ରଶ୍ନପତ୍ର

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର ପ୍ରଥମ ଦିନରେ  ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନୂଆପଡ଼ା ଜିଲ୍ଲାରୁ ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ହୋଇଛି । ରିପୋର୍ଟ ଅନୁସାରେ ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଠାରୁ ମଧ୍ୟ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ପରୀକ୍ଷା ଆରମ୍ଭ ହେବାର ମାତ୍ର ୧୦ ମିନିଟ ପରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା ।   ଅଧିକାରୀ ମାନେ ଏବିଷୟରେ ଜାଣିବା ବେଳକୁ ପରୀକ୍ଷା ଶେଷ ହୋଇ ଯାଇଥିଲା। ରାଜ୍ୟର ୨୯୫୩ଟି କେନ୍ଦ୍ରରେ ପ୍ରାୟ ୫ଲକ୍ଷ ୮୭,୭୨୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ସୁପରିଚାଳନା ନିମନ୍ତେ ୫୮ଟି ଜିଲ୍ଲାସ୍ତରୀୟ ସ୍କ୍ଵାର୍ଡ, ବୋର୍ଡ ଅଫ ସେକେଣ୍ଡାରି ଏଡୁକେସନର ୪୪ଟି କେନ୍ଦ୍ରୀୟ ସ୍କ୍ଵାର୍ଡ ଏବଂ ଜିଲ୍ଲାପାଳମାନଙ୍କ ତତ୍ତ୍ୱାବଧାନରେ ସ୍ୱତନ୍ତ୍ର ସ୍କ୍ଵାର୍ଡ ଗଠନ କରାଯାଇଛି ।  ଏଥର ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ଅଧିକାରୀମାନଙ୍କୁ ମଧ୍ୟ ମୋବାଇଲ୍‌ ବାରଣ କରାଯାଇଥିଲା । ଏତେ ସୁରକ୍ଷା ଭିତରେ ପ୍ରଶ୍ନପତ୍ର ଭାଇରାଲ୍‌ ହେବା ଚିନ୍ତାର ବିଷୟ ପାଲଟିଛିି ।  ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ସହ ଅସଲି ପ୍ରଶ୍ନପତ୍ର ମେଳ ଖାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

ଟି-୨୦ ବିଶ୍ୱକପ୍: ସନ୍ଧ୍ୟାରେ ଭାରତ ବନାମ ଆମେରିକା ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ

February 7, 2026
Latest News

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026

ଚିନ୍ତା ବଢ଼ାଇଲା ଆମେରିକା ଦ୍ଵାରା ପ୍ରକାଶିତ ଭାରତ ମାନଚିତ୍ର: ପାକିସ୍ତାନ ଏବଂ ଚୀନ୍ କୁ ବଡ଼ ଝଟକା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.