Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

February 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଜମ୍ମୁ କଶ୍ମୀରର ପୁଲୱାମା ଜିଲ୍ଲା ତ୍ରାଲରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ସୁରକ୍ଷା ବାହିନୀର ଯବାନମାନେ ତିନି ଜଣ ଆତଙ୍କବାଦୀଙ୍କୁ ନିହତ କରିଥିବା ସୂଚନା ମିଳିଛି । ଏହି ଆତଙ୍କବାଦୀମାନଙ୍କଠାରୁ ଗୋଟିଏ ଏକେ-୪୭, ଏକେ-୫୬ ଓ ହ୍ୟାଣ୍ଡ-ଗ୍ରେନେଡ ଜବତ ହୋଇଛି । ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଜମ୍ମୁ କଶ୍ମୀର ପୋଲିସ, ସିଆରପିଏଫ ଏବଂ ସେନାର ସଂଯୁକ୍ତ ଟିମ ଏହି କାର୍ଯ୍ୟାନୁଷ୍ଠାନ କରିଥିବାର ଜଣାପଡ଼ିଛି । ତ୍ରାଲ ଅଞ୍ଚଳରେ ଆତଙ୍କବାଦୀ ଥିବା ସୂଚନା ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ସଂପୃକ୍ତ ଅଞ୍ଚଳକୁ ଘେରା ବନ୍ଦୀ କରିଥିଲେ । ଏହା ପରେ ଏନକାଉଣ୍ଟର ହୋଇଥିଲା । ତେବେ ନିହିତ ହୋଇଥିବା ଆତଙ୍କବାଦୀମାନେ ଅନସାର ଗାଜଓ୍ବା ଉଲ୍‌ ହିନ୍ଦ୍‌ ସଙ୍ଗଠନର ବୋଲି ସୂଚନା ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026
Latest News

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.