Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

February 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଜମ୍ମୁ କଶ୍ମୀରର ପୁଲୱାମା ଜିଲ୍ଲା ତ୍ରାଲରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ସୁରକ୍ଷା ବାହିନୀର ଯବାନମାନେ ତିନି ଜଣ ଆତଙ୍କବାଦୀଙ୍କୁ ନିହତ କରିଥିବା ସୂଚନା ମିଳିଛି । ଏହି ଆତଙ୍କବାଦୀମାନଙ୍କଠାରୁ ଗୋଟିଏ ଏକେ-୪୭, ଏକେ-୫୬ ଓ ହ୍ୟାଣ୍ଡ-ଗ୍ରେନେଡ ଜବତ ହୋଇଛି । ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଜମ୍ମୁ କଶ୍ମୀର ପୋଲିସ, ସିଆରପିଏଫ ଏବଂ ସେନାର ସଂଯୁକ୍ତ ଟିମ ଏହି କାର୍ଯ୍ୟାନୁଷ୍ଠାନ କରିଥିବାର ଜଣାପଡ଼ିଛି । ତ୍ରାଲ ଅଞ୍ଚଳରେ ଆତଙ୍କବାଦୀ ଥିବା ସୂଚନା ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ସଂପୃକ୍ତ ଅଞ୍ଚଳକୁ ଘେରା ବନ୍ଦୀ କରିଥିଲେ । ଏହା ପରେ ଏନକାଉଣ୍ଟର ହୋଇଥିଲା । ତେବେ ନିହିତ ହୋଇଥିବା ଆତଙ୍କବାଦୀମାନେ ଅନସାର ଗାଜଓ୍ବା ଉଲ୍‌ ହିନ୍ଦ୍‌ ସଙ୍ଗଠନର ବୋଲି ସୂଚନା ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

January 19, 2026

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

January 19, 2026

ଜିହ୍ଵାପାକ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

January 19, 2026

ଆମେରିକାକୁ ଭାରତର କଡା ଜବାବ: ସମାଧାନ ପାଇଁ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଆମେରିକୀୟ ସିନେଟର 

January 19, 2026
Latest News

ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

January 19, 2026

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

January 19, 2026

ଜିହ୍ଵାପାକ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

January 19, 2026

ଆମେରିକାକୁ ଭାରତର କଡା ଜବାବ: ସମାଧାନ ପାଇଁ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଆମେରିକୀୟ ସିନେଟର 

January 19, 2026

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ଲଢେଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.