Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଟିଆ ବିଗ୍‌ ବଜାରକୁ ସିଲ୍‌ କଲା ବିଏମସି
ଆଜିର ଖବର

ପଟିଆ ବିଗ୍‌ ବଜାରକୁ ସିଲ୍‌ କଲା ବିଏମସି

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ପଟିଆ ସ୍ଥିତ ବିଗ୍‌ ବଜାର ସିଲ୍‌ ହୋଇଛି। ବିଏମ୍‌ସି ପଟିଆ ସ୍ଥିତ ବିଗ୍‌ ବଜାରକୁ ସିଲ୍‌ କରିଛି। ବିଏମ୍‌ସି କମିଶନର ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ସିଲ୍‌ ଚାଲିଛି। ପରିମଳ, ଅଗ୍ନି ନିର୍ବାଚନ ବ୍ୟବସ୍ଥା ଓ ପାର୍କିଂ ସମସ୍ୟା ପାଇଁ ଏହି ସିଲ୍‌ ହେଉଥିବାର ସୂଚନା ମିଳିଛି। ସିଲ୍‌ ସମ୍ପର୍କରେ ସୂଚନା ଦେଲେ ଭୁବନେଶ୍ବର ମହାନଗର ନିଗମ। ନିକଟରେ ରାଜଧାନୀରେ ଥିବା ବେଆଇନ କଲ୍ୟାଣ ମଣ୍ଡପକୁ ମଧ୍ୟ ବିଏମ୍‌ସି ସିଲ୍‌ କରିଛି। ଏହି କ୍ରମରେ 80ଟି କଲ୍ୟାଣ ମଣ୍ଡପ ସିଲ୍‌ କରିବାକୁ ଅଭିଯାନ ଆରମ୍ଭ ହୋଇଛି।

ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

January 19, 2026

ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

January 19, 2026

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

January 19, 2026

ଜିହ୍ଵାପାକ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

January 19, 2026
Latest News

ଟି-୨୦ ବିଶ୍ୱକପ୍ ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ଝଟକା: ବିସିବିକୁ ଚେତାବନୀ ଦେଲା ଆଇସିସି

January 19, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026

ବିକଶିତ ଭାରତ ଜୀ ରାମ ଜୀକୁ ନେଇ କଂଗ୍ରେସ ମିଛ ପ୍ରଚାର କରୁଛି: କେନ୍ଦ୍ର କୃଷି ମନ୍ତ୍ରୀ

January 19, 2026

ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

January 19, 2026

ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.