Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପହାର ସିନେମା ହଲ୍‌ ଅଗ୍ନିକାଣ୍ଡ ମାମଲା : ଅଂଶଲ ଭ୍ରାତାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ବସ୍ତି
ଆଜିର ଖବର

ଉପହାର ସିନେମା ହଲ୍‌ ଅଗ୍ନିକାଣ୍ଡ ମାମଲା : ଅଂଶଲ ଭ୍ରାତାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ବସ୍ତି

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଉପହାର ସିନେମା ହଲ ଅଗ୍ନିକାଣ୍ଡରେ ଅଂଶଲ ଭ୍ରାତାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ବସ୍ତି ମିଳିଛି । ଗୁରୁବାର ସୁପ୍ରିମକୋର୍ଟଙ୍କ ରିହାତି ପରେ ଅଂଶଲ ଭ୍ରାତା ଜେଲ୍‌ ନଯିବା ପ୍ରାୟ ସ୍ପଷ୍ଟ ହୋଇଛି । ଉପହାର ସିନେମା ହଲ୍‌ ଅଗ୍ନିକାଣ୍ଡରେ 23 ଶିଶୁଙ୍କ ସମେତ 59 ଜଣଙ୍କ ପ୍ରାଣହାନି ଘଟିଥିଲା । ଏହି ମାମଲାରେ ଅଂଶଲ ଭ୍ରାତା 30 କୋଟି ଟଙ୍କାର କ୍ଷତିପୂରଣ ପ୍ରଦାନ କରିଥିବା ବେଳେ ଉଭୟଙ୍କ ଗିରଫ କରିବା ପାଇଁ କ୍ୟୁରେଟିଭ୍‌ ଯାଚିକା ଦାଖଲ କରାଯାଇଥିଲା । ତିନି ଜଣିଆ ଖଣ୍ଡପୀଠ ଏହି କ୍ୟୁରେଟିଭ୍‌ ଯାଚିକାକୁ ଖାରଜ କରିବା ପରେ ଅଂଶଲ ଭ୍ରାତା ଗିର ନହେବା ସ୍ପଷ୍ଟ ହୋଇଛି । ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌ ଏ ବୋବଡେ, ଜଷ୍ଟିସ୍‌ ଏନ୍‌ ଭି ରମନ୍ନା ଏବଂ ଜଷ୍ଟିସ୍‌ ଅରୁଣ ମିଶ୍ର ଏହି ଖଣ୍ଡପୀଠର ସଦସ୍ୟ ରହିଥିଲେ । ରିଅଲ ଇଷ୍ଟେଟ୍‌ ଟାଇକୁନ୍‌ ସୁଶୀଲ ଅଂଶଲ ଏବଂ ଗୋପାଲ ଅଂଶଲ ଉପହାର ସିନେମା ହଲ୍‌ରେ ଆବଶ୍ୟକତା ଠାରୁ ଅଧିକ ସିଟ୍‌ ରଖିବା ଫଳରେ ଅଗ୍ନିକାଣ୍ଡରେ 59 ଜଣଙ୍କ ପ୍ରାଣହାନି ଘଟିଥିଲା । (ଏଜେନ୍ସି)

fireaccident sc
Share. Facebook Twitter LinkedIn Email WhatsApp Copy Link

Related Posts

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.