Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ବାୟୋ ଏସିଆ ୨୦୨୦’: ଭୁବନେଶ୍ୱରରେ ହେବ ବାୟୋଟେକ୍ନୋଲୋଜି ପାର୍କ ଓ ଇନ୍‌କୁ୍ୟବେସନ ସେଣ୍ଟର
ଆଜିର ଖବର

‘ବାୟୋ ଏସିଆ ୨୦୨୦’: ଭୁବନେଶ୍ୱରରେ ହେବ ବାୟୋଟେକ୍ନୋଲୋଜି ପାର୍କ ଓ ଇନ୍‌କୁ୍ୟବେସନ ସେଣ୍ଟର

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଭୁବନେଶ୍ୱରଠାରେ ଖୁବ୍‌ ଶୀଘ୍ର ଏକ ବାୟୋଟେକ୍‌ନୋଲୋଜି ପାର୍କ ପ୍ରତିଷ୍ଠା କରାଯିବ ଓ ଏଥିରେ ଭାରତ ବାୟୋଟେକ୍‌ ଉଦ୍ୟୋଗ ସହାୟତା କରିବ । ଏହା ବ୍ୟତୀତ ଭୁବନେଶ୍ୱରସ୍ଥିତ ଜୀବବିଜ୍ଞାନ ପ୍ରତିଷ୍ଠାନରେ ଏକ ଇନ୍‌କୁ୍ୟବେସନ୍‌ ସେଣ୍ଟର ଆରମ୍ଭ ହେବ ବୋଲି ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି ।

ହାଇଦ୍ରାବାଦ୍‌ଠାରେ ଆୟୋଜିତ ତିନିଦିନିଆ ‘ବାୟୋଏସିଆ-୨୦୨୦’ ଶିଖର ସମାବେଶର ଉଦ୍‌ଜାପନ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇ ମନ୍ତ୍ରୀ ଓଡ଼ିଶାରେ ନୂତନ ବାୟୋଟେକ୍‌ନୋଲୋଜି ନୀତି ପ୍ରଣୟନ ହେବା ସହିତ ବାୟୋଟେକ୍‌ନୋଲୋଜିର ସଦ୍ଉପଯୋଗ କ୍ରମେ ଓଡ଼ିଶାର ବିକାଶ ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେପଗୁଡ଼ିକ ବାବଦରେ ସୂଚନା ଦେଇଛନ୍ତି । ପଣ୍ଡା କହିଛନ୍ତି ଯେ ପ୍ରାୟ ୮୦ରୁ
ଅଧିକ କଂପାନୀ ଓଡ଼ିଶାର ଶିଳ୍ପ ବିକାଶ ନିମନ୍ତେ ୨,୦୩,୨୭୦ କୋଟି ଟଙ୍କାର ପୁଞ୍ଜିନିବେଶ କରିଛନ୍ତି । ରାଜ୍ୟରେ ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ନିମନ୍ତେ ଶ୍ରୀ ପଣ୍ଡା ବିଭିନ୍ନ ଉଦ୍ୟୋଗ, ନିବେଶକ ଓ ବିଶେଷଜ୍ଞମାନଙ୍କ ସହଯୋଗ କାମନା କରିଛନ୍ତି ।

ତେଲେଙ୍ଗାନା ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ୧୭ତମ ‘ବାୟୋଏସିଆ:୨୦୨୦’ ସମ୍ମିଳନୀରେ ପ୍ରାୟ ୩୭ଟି ଦେଶରୁ ୨୧୦୦ ପ୍ରତିନିଧି ଯୋଗଦେଇଥିବାବେଳେ ୧୦୦ ଆଲୋଚକ-ଗବେଷକ, ୮୦୦ କର୍ପୋରେଟ୍‌ ଅଧିକାର ଏବଂ ୩୫୦ ଜଣ କଂପାନୀ ନିର୍ବାହୀ ଯୋଗଦେଇଥିଲେ । ଗତକାଲି ସନ୍ଧ୍ୟାରେ ଆୟୋଜିତ ଉଦ୍‌ଜାପନୀ ଓ ଷ୍ଟାର୍ଟ ଅପ୍‌ ପୁରସ୍କାର ପ୍ରଦାନ କାଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପଣ୍ଡା ଯୋଗଦେଇ ରାଜ୍ୟରେ ଉପଲବ୍ଧ ଜୈବସଂବଳ ଓ
ପଦାର୍ଥ ମାଧ୍ୟମରେ ବିଭିନ୍ନ ଅଞ୍ଚଳରେ ବିଶେଷ କରି ଜନଜାତିବହୁଳ ଓ ସମୁଦ୍ରତଟବର୍ତ୍ତୀ ଅଞ୍ଚଳଗୁଡ଼ିକରେ କୃଷି କ୍ଷେତ୍ରରେ ବ୍ୟା ପକ ବିକାଶର ସମ୍ଭାବନା ରହିଥିବା ଦର୍ଶାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

“ବଙ୍ଗଳା ଆମର ସଂସ୍କୃତି, ଆରବ ନୁହେଁ”: ତସଲିମାଙ୍କ ବୟାନ ଉପରେ ଜାଭେଦ ଅଖତରଙ୍କ ପ୍ରତିକ୍ରିୟା

September 30, 2025

ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ଇନଫ୍ରା ବିରୋଧରେ ତଦନ୍ତ ଜୋରଦାର, ଛଅଟି ସ୍ଥାନରେ ଚଢାଉ କଲା ଇଡି 

September 30, 2025

ରାଜ୍ୟ ମାନ୍ୟତା ପାଇଁ ବିଜେପି ସହ ହାତ ମିଶାଇବେ କି?: ସ୍ପଷ୍ଟ କଲେ ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

September 30, 2025

ବିହାରରେ ଚୂଡ଼ାନ୍ତ SIR ଭୋଟର ତାଲିକା ପ୍ରକାଶ, ଯୋଡିହେଲେ ୧୪ ଲକ୍ଷ ନୂତନ ଭୋଟର

September 30, 2025
Latest News

“ବଙ୍ଗଳା ଆମର ସଂସ୍କୃତି, ଆରବ ନୁହେଁ”: ତସଲିମାଙ୍କ ବୟାନ ଉପରେ ଜାଭେଦ ଅଖତରଙ୍କ ପ୍ରତିକ୍ରିୟା

September 30, 2025

ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ଇନଫ୍ରା ବିରୋଧରେ ତଦନ୍ତ ଜୋରଦାର, ଛଅଟି ସ୍ଥାନରେ ଚଢାଉ କଲା ଇଡି 

September 30, 2025

ରାଜ୍ୟ ମାନ୍ୟତା ପାଇଁ ବିଜେପି ସହ ହାତ ମିଶାଇବେ କି?: ସ୍ପଷ୍ଟ କଲେ ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

September 30, 2025

ବିହାରରେ ଚୂଡ଼ାନ୍ତ SIR ଭୋଟର ତାଲିକା ପ୍ରକାଶ, ଯୋଡିହେଲେ ୧୪ ଲକ୍ଷ ନୂତନ ଭୋଟର

September 30, 2025

ଡାକ ବିଭାଗର ବଡ଼ ପଦକ୍ଷେପ: ସ୍ପିଡ୍ ପୋଷ୍ଟରେ ନୂଆ ଶୁଳ୍କ ଏବଂ ସୁବିଧା

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.