Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦି ‘ପ୍ରାଇମ୍‌ ଟାଇମ୍‌ ମିନିଷ୍ଟର’: ରାହୁଲ
ଆଜିର ଖବର

ମୋଦି ‘ପ୍ରାଇମ୍‌ ଟାଇମ୍‌ ମିନିଷ୍ଟର’: ରାହୁଲ

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଫୁଲଓ୍ବାମା ଆତଙ୍କୀ ଆକ୍ରମଣ ପରେ ପରେ ରାଜନୀତି ପୂରା ଜୋର୍‌ ଧରିଛି । ଆଗକୁ ସାଧାରଣ ନିର୍ବାଚନ । ଏହି ସମୟରେ ଉଭୟ ରାଜନୈତିକ ଦଳ ଉଭୟ ଉଭୟଙ୍କୁ ଘେରୁଛନ୍ତି । କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି ମୋଦି ପ୍ରାଇମ ମିନିଷ୍ଟର ନୁହେଁ ସେ ହେଉଛନ୍ତି, ‘ପ୍ରାଇମ୍‌ ଟାଇମ୍‌ ମିନିଷ୍ଟର’। ନଚେତ୍‌ ପୁଲଓ୍ବାମା ଆକ୍ରମଣ ପରେ ସେ ତାଙ୍କ ଫିଲ୍ମ ଶୁଟିଂରେ ବ୍ୟସ୍ତ ରହି ନ ଥାଆନ୍ତେ। ଆହୁରି ମଧ୍ୟ ରାହୁଲ ମୋଦି ସରକାରଙ୍କୁ ଟୁଇଟ୍‌ କରି ‘#PhotoShootSarkar’ ବୋଲି କହିଛନ୍ତି। ଯଦି ଏମିତି ନ ହୋଇ ଥାଆନ୍ତା ତେବେ ପୁଲଓ୍ବାମା ଆକ୍ରମଣ ପରେ ପରେ ମୋଦି ଜିମ୍‌ କର୍ବେଟ ପାର୍କରେ ତାଙ୍କ ଫିଲ୍ମ ଶୁଟିଂରେ ବ୍ୟସ୍ତ ନ ଥାଆନ୍ତେ।  ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ କଂଗ୍ରେସ ନେତା ରଣଦୀପ ସୁରଜଓ୍ବୋଲା ମଧ୍ୟ ମୋଦିଙ୍କୁ ଏହି ପ୍ରସଙ୍ଗରେ କଟାକ୍ଷ କରିଥିଲେ। ତେବେ କଂଗ୍ରେସର ଏହି ଆକ୍ଷେପକୁ ଜବାବ ଦେଇ ପୁଣି କଂଗ୍ରେସ ଟାର୍ଗେଟ କରିଛନ୍ତି ଅମିତ୍‌ ଶାହା ।

Share. Facebook Twitter LinkedIn Email WhatsApp Copy Link

Related Posts

ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍

September 2, 2026

ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ତୀର୍ଥଯାତ୍ରା ଟ୍ରେନ୍ ଶୁଭାରମ୍ଭ

September 2, 2026

‘CJP ଅର୍ଥ କଂଗ୍ରେସ ଜିତାଓ ପ୍ରୋଗ୍ରାମ’: ରାହୁଲ ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଆକ୍ରମଣ

September 2, 2026

ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ମାମଲା: ରାଜ ଠାକରେଙ୍କ ପୁଅଙ୍କ ବିରୋଧରେ ମାମଲା ରୁଜୁ

September 2, 2026
Latest News

ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍

September 2, 2026

ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ତୀର୍ଥଯାତ୍ରା ଟ୍ରେନ୍ ଶୁଭାରମ୍ଭ

September 2, 2026

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ଼ ଘୋଷଣା: ଚାଷୀ ଏବଂ ଶିକ୍ଷକଙ୍କ ବିରୋଧରେ ପ୍ରତ୍ୟାହାର ହେବ ମାମଲା 

September 2, 2026

କଂଗ୍ରେସରେ ଯୋଗଦେଲେ ଆସୀମ ୱକାର: AIMIM ବିରୋଧରେ ଆଣିଲେ ଗୁରୁତର ଅଭିଯୋଗ

September 2, 2026

“ଯଦି GDP ବୃଦ୍ଧି ପାଇଛି, ତେବେ ୮୫ କୋଟି ଲୋକଙ୍କୁ ମାଗଣା ରାସନ୍ କିପରି?”: ସଞ୍ଜୟ ରାଉତଙ୍କ ପ୍ରଶ୍ନ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.