Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଙ୍କୀ ଡବଲ ମର୍ଡର ମାମଲା : 5 ଗିରଫ
ଆଜିର ଖବର

ବାଙ୍କୀ ଡବଲ ମର୍ଡର ମାମଲା : 5 ଗିରଫ

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବାଙ୍କୀରେ ଘଟିଥିବା ଡବଲ ମର୍ଡର ମାମଲାରେ କମିଶନରେଟ୍‌ ପୋଲିସ୍‌ ପାଞ୍ଚ ଜଣଙ୍କୁ ଗିରଫ କରିଛି । ଗିରଫ 5 ଜଣଙ୍କ ମଧ୍ୟରୁ 2 ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଅନ୍ୟ ତିନି ଜଣଙ୍କୁ ପୋଲିସ୍‌ ଜଣଙ୍କୁ ଜେରା କରୁଛି । କୋର୍ଟଚାଲାଣ କରାଯାଇଥିବା ଦୁଇ ଅଭିଯୁକ୍ତଙ୍କ ନାମ ବଳଭଦ୍ର ପ୍ରଧାନ ଏବଂ ଜିତୁ ସ୍ବାଇଁ ବୋଲି ଜଣାପଡିଛି । ସେହିପରି ତଦନ୍ତରେ ବ୍ୟାଘାତ ଆଶଙ୍କା କରି ଅନ୍ୟ ତିନି ଅଭିଯୁକ୍ତଙ୍କ ନାମ ଗୋପନ ରଖିଛି ପୋଲିସ୍‌ । ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି ।

banki doublemurder
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026
Latest News

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.