Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିବ ଦର୍ଶନ ବେଳେ ଅଘଟଣ : ପଥର ଖସି ତିନି ଆହତ
ଆଜିର ଖବର

ଶିବ ଦର୍ଶନ ବେଳେ ଅଘଟଣ : ପଥର ଖସି ତିନି ଆହତ

February 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବିରମିତ୍ରପୁର : ପବିତ୍ର ଜାଗରରେ ଅଘଟଣ ଘଟିଛି । ଶିବ ଦର୍ଶନ କଲାବେଳେ ପଥର ଖସି ତିନି ଜଣ ଆହତ ହୋଇଛନ୍ତି । ନୂଆଗାଁ ବ୍ଲକ କନ୍ଦରକେଲା ଜଟିଆ ପାହାଡ଼ ଶିବ ମନ୍ଦିର ନିକଟରେ ଏହି ଅଘଟଣ ଘଟିଛି । ପ୍ରଭୁ ଶିବଙ୍କ ଦର୍ଶନ ପାଇଁ ଲମ୍ବା ଧାଡିରେ ଛିଡା ହୋଇଥିଲେ ଶ୍ରଦ୍ଧାଳୁ । ହଠାତ୍‌ ପାହାଡ଼ ଖୋଲରୁ ପଥର ଖସିବାରୁ ତିନିଜଣ ଆହତ ହୋଇଛନ୍ତି । ହାତିବାରୀ ପ୍ରାଥମିକ ଚିକିତ୍ସାୟରେ ଆଶୁ ଚିକିତ୍ସା ପରେ ରାଉରକେଲା ସରକାରୀ ଡାକ୍ତରଖାନାକୁ  ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରେ ଦୁଇ ବର୍ଷର କୁନି ପୁଅ, ଚବିଶ ବର୍ଷୀୟ ଯୁବତୀ ଓ ଜଣେ ମହିଳା ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.