Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟରେ ଲଜ୍ଜା : ଶାରିରୀକ ପରୀକ୍ଷଣ ପାଇଁ 100 ଅଧିକ ମହିଳାଙ୍କୁ ଉଲଗ୍ନ କଲେ କର୍ତ୍ତୃପକ୍ଷ
ଆଜିର ଖବର

ଗୁଜରାଟରେ ଲଜ୍ଜା : ଶାରିରୀକ ପରୀକ୍ଷଣ ପାଇଁ 100 ଅଧିକ ମହିଳାଙ୍କୁ ଉଲଗ୍ନ କଲେ କର୍ତ୍ତୃପକ୍ଷ

February 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁରଟ : ଗୁଜରାଟରେ ଏକ ନିନ୍ଦନୀୟ ଘଟଣା ସମ୍ମୁଖକୁ ଆସିଛି । ସୁରଟର ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ଶାରିରୀକ ପରୀକ୍ଷଣ ନାମରେ ଉଲଗ୍ନ କରାଯାଇଛି । ସୁରତ ମ୍ୟୁନିସିପାଲ୍‌ କର୍ପୋରେସନ୍‌ ଦ୍ବାରା ପରିଚାଳିତ ଏହି ହସ୍ପିଟାଲରେ କାର୍ଯ୍ୟରତ ମହିଳା କିରାଣୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସମୟରେ ଏହି ଘଟଣା ଘଟିଥିଲା । 10 ଜଣ ପରୀକ୍ଷକଙ୍କ ସମ୍ମୁଖରେ ମହିଳାମାନଙ୍କୁ ଉଲଗ୍ନ କରାଯାଇ ଛିଡା କରାଯାଇଥିବା ବେଳେ ଗାଏନୋକୋଲୋଜିକାଲ୍‌ ଫିଙ୍ଗର ଟେଷ୍ଟ ମଧ୍ୟ ସମ୍ପନ୍ନ କରାଯାଇଥିଲା । ଏହି ପରୀକ୍ଷଣ ସହିତ ମହିଳା କର୍ମଚାରୀଙ୍କୁ ବ୍ୟକ୍ତିଗତ ପ୍ରଶ୍ନ ମଧ୍ୟ ପଚରାଯାଇଥିଲା । ପୂର୍ବରୁ ଗର୍ଭଧାରଣ କରିଛନ୍ତି କି ନାହିଁ ବୋଲି ଅବିବାହିତ କର୍ମଚାରୀଙ୍କୁ ପ୍ରଶ୍ନ କରାଯାଇଥିଲା । ଏପରି ପରୀକ୍ଷଣକୁ  କର୍ମଚାରୀ ସଙ୍ଘର ସମ୍ପାଦକ ଏଏ ଶେଖ୍‌ ନିନ୍ଦା କରିଛନ୍ତି ।

surat women
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026

ପାଟଣାଗଡ଼ ବ୍ଲକ୍ ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.