Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲୱାମା ଆକ୍ରମଣକୁ ବିରୋଧ କରି ଆମେରିକାରେ ରାସ୍ତାକୁ ଓହ୍ଲାଇଲେ ଭାରତୀୟ
ଆଜିର ଖବର

ପୁଲୱାମା ଆକ୍ରମଣକୁ ବିରୋଧ କରି ଆମେରିକାରେ ରାସ୍ତାକୁ ଓହ୍ଲାଇଲେ ଭାରତୀୟ

February 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତ ୧୪ ତାରିଖରେ ପୁଲୱାମାରେ ସିଆରପିଏଫ୍‌ର ୪୦ ଜଣ ଯବାନ ସହିଦ ହେବା ଘଟଣାକୁ ନେଇ ପୂରା ଦେଶରେ ବିରୋଧ ପ୍ରଦର୍ଶନ ହେଉଛି । କେବଳ ଭାରତ ନୁହେଁ ବିଦେଶରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କୁ ମଧ୍ୟ ଏହି ଆକ୍ରମଣ ଦୋହଲାଇ ଦେଇଛି । ଯାହାକୁ ଏଠାରେ ରହୁଥିବା ଭାରତୀୟ ବଂଶୋଦ୍ଭବମାନେ ଏହି ଘଟଣାକୁ ନିନ୍ଦା କରିବା ସହ ବିରୋଧ ପ୍ରଦର୍ଶନ କରିଛନ୍ତି । ଆମେରିକାରେ ଥିବା ପାକିସ୍ତାନ ଦୂତାବାସ ସମ୍ମୁଖରେ ଭାରତୀୟମାନେ ଏକାଠି ହୋଇ ପାକିସ୍ତାନ ବିରୋଧରେ ସ୍ଲୋଗାନ ଦେଇଛନ୍ତି । ଆମେରିକାର ବିଭିନ୍ନ ସହରରେ ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ସେମାନଙ୍କ ପରିବାରକୁ ସମବେଦନା ଜଣାଇ ଶୋକସଭାର ଆୟୋଜନ କରାଯାଇଛି । ଲୋକମାନେ ହାତରେ ପାକିସ୍ତାନ ବିରୋଧୀ ପୋଷ୍ଟର ଧରି ବିରୋଧ ପ୍ରଦର୍ଶନ କରିଛନ୍ତି । ଏଥିରେ ପାକିସ୍ତାନକୁ ଆତଙ୍କବାଦୀ ସୃଷ୍ଟି କରୁଥିବା ଦେଶ ବୋଲି ଉଲ୍ଲେଖ କରାଯାଇଛି । ଏହାସହ ଏହି ଆତଙ୍କୀ ଆକ୍ରମଣ କରିଥିବା ଜୈଶ-ଏ-ମହମ୍ମଦ ବିରୋଧରେ ମଧ୍ୟ ପୋଷ୍ଟର ପ୍ରଦର୍ଶନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

ଟି-୨୦ ବିଶ୍ୱକପ୍: ସନ୍ଧ୍ୟାରେ ଭାରତ ବନାମ ଆମେରିକା ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ

February 7, 2026
Latest News

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026

ଚିନ୍ତା ବଢ଼ାଇଲା ଆମେରିକା ଦ୍ଵାରା ପ୍ରକାଶିତ ଭାରତ ମାନଚିତ୍ର: ପାକିସ୍ତାନ ଏବଂ ଚୀନ୍ କୁ ବଡ଼ ଝଟକା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.