Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିଭି ଫାଟି ସ୍ତ୍ରୀ ମୃତ; ସ୍ବାମୀ ଓ ଛୁଆ ଗୁରୁତର
ଆଜିର ଖବର

ଟିଭି ଫାଟି ସ୍ତ୍ରୀ ମୃତ; ସ୍ବାମୀ ଓ ଛୁଆ ଗୁରୁତର

February 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଧୁରୁଆଡ଼ିହି  ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି।  ଟିଭି ଫାଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଓ କନ୍ୟା ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଟେଲିଭିଜନ୍‌ ଦେଖିବା ସମୟରେ  ହଠାତ୍‌ ଏହା ସର୍ଟସର୍କିଟ୍ ହୋଇ ଫାଟି ଯିବାରୁ  ଏଭଳି ଅଭାବନୀୟ ଘଟଣା ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ମହିଳାଜଣଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଓ 6 ବର୍ଷର କନ୍ୟା ସନ୍ତାନର ଅବସ୍ଥା ସଙ୍କଟାପନ୍ନ ଥିବାରୁ  ରାଉରକେଲା ଆଇ ଜି ଏଚ୍‌କୁ ସ୍ଥାନାନ୍ତର କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ

June 23, 2026

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026
Latest News

ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ

June 23, 2026

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.