Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶାହିନ୍‌ବାଗ୍‌ ପ୍ରତିବାଦକାରୀଙ୍କ ସହିତ ମଧ୍ୟସ୍ଥିଙ୍କ ଆଲୋଚନା : ମାମଲା ପ୍ରତ୍ୟାହାର ଦାବି
ଆଜିର ଖବର

ଶାହିନ୍‌ବାଗ୍‌ ପ୍ରତିବାଦକାରୀଙ୍କ ସହିତ ମଧ୍ୟସ୍ଥିଙ୍କ ଆଲୋଚନା : ମାମଲା ପ୍ରତ୍ୟାହାର ଦାବି

February 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶନିବାର ଦିନ ଶାହିନବାଗ ଆନ୍ଦୋଳନକାରୀଙ୍କ ସହିତ ତୃତୀୟ ରାଉଣ୍ଡ ଆଲୋଚନା କରିଛନ୍ତି ମଧ୍ୟସ୍ଥି ସାଧନା ରାମଚନ୍ଦ୍ରନ । ଏହି ଆଲୋଚନା ସମୟରେ ସାଧନା ସରକାରଙ୍କ ପକ୍ଷ ନେଇ ଆଲୋଚନାକୁ ଆସି ନାହାନ୍ତି ଏବଂ ସର୍ବୋଚ୍ଚ କୋର୍ଟଙ୍କ ଦ୍ବାରା ନିଯୁକ୍ତ ବୋଲି କହିଥିଲେ । ଶାହିନ୍‌ବାଗ ଆନ୍ଦୋଳନକୁ ହଟାଯାଉ ବୋଲି ମୁଁ କହୁନାହିଁ । ଶାହିନବାଗ ଜାରି ରହିବା ଉଚିତ୍‌ ମାତ୍ର ଏହାଦ୍ବାରା ସର୍ବସାଧାରଣ ରାସ୍ତା ବନ୍ଦ ନହେବା ଉଚିତ୍‌ ବୋଲି ସେ ପ୍ରକାଶ କରିଥିଲେ । ଯଦି ବିକ୍ଷୋଭକାରୀ ଗୃହମନ୍ତ୍ରୀ ବା ସରକାରଙ୍କ ସହିତ ଆଲୋଚନା କରିବାକୁ ଚାହାନ୍ତି ତେବେ ସେ କରିପାରନ୍ତି ମାତ୍ର ମଧ୍ୟସ୍ଥି ଦଳ ସରକାରଙ୍କ ପକ୍ଷରୁ ଆସି ନାହାନ୍ତି ବୋଲି ରାମଚନ୍ଦ୍ରନ ସ୍ପଷ୍ଟ କରିଥିଲେ । ବିକ୍ଷୋଭକାରୀ ମାନେ ସୁରକ୍ଷା ଦାବି କରିଥିବା ବେଳେ ଏନେଇ ସର୍ବୋଚ୍ଚ କୋର୍ଟ ଆଦେଶ ପ୍ରଦାନ କରିବା ପାଇଁ ଦାବି କରାଯାଇଥିଲା । ଶାହିନବାଗ ଏବଂ ଜାମିଆ ହିଂସାକାଣ୍ଡରେ ଦାଖଲ କରାଯାଇଥିବା ସମସ୍ତ ମାମଲାକୁ ପ୍ରତ୍ୟାହାର କରିବା ପାଇଁ ଦାବି କରିଥିଲେ । (ଏଜେନ୍ସି)

caa sc SHAHEENBAGH
Share. Facebook Twitter LinkedIn Email WhatsApp Copy Link

Related Posts

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.