Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚହୋଲ୍‌ ଡିସ୍‌ପ୍ଲେ ସହିତ ଲଞ୍ଚ ହେବ ଏମଆଇ ଏ-4
ଆଜିର ଖବର

ପଞ୍ଚହୋଲ୍‌ ଡିସ୍‌ପ୍ଲେ ସହିତ ଲଞ୍ଚ ହେବ ଏମଆଇ ଏ-4

February 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଭାରତୀୟ ବଜାରରେ ଲଞ୍ଚ ହେବାକୁ ଯାଉଛି ଏମ୍‌ଆଇର ନୂତନ ଫୋନ୍‌ ଏ-4 । ଏହି ଫୋନ୍‌ଟିରେ ପ୍ରଥମ ଥର ପାଇଁ ପଞ୍ଚ ହୋଲ୍‌ ଡିସ୍‌ପ୍ଲେର ବ୍ୟବହାର କରାଯାଇଛି । ପୂର୍ବରୁ ଏ-3 ଲଞ୍ଚ ହୋଇ ସାରିଥିବା ବେଳେ ଏହାର ପରବର୍ତ୍ତୀ ସିରିଜ୍‌ ସିସି9 ନାମରେ ଚୀନ୍‌ରେ ଲଞ୍ଚ କରାଯାଇଥିଲା । ସିସି 10 କିମ୍ବା ସିସି 9 ପ୍ରୋ ନାମରେ ନାମିତ ହେବାକୁ ଥିବା ଫୋନ୍‌ଟିରେ ଏମ୍‌ଆଇ ପକ୍ଷରୁ ପ୍ରଥମ ଥର ପାଇଁ ପଞ୍ଚହୋଲ୍‌ ଡିସ୍‌ପ୍ଲେ ବ୍ୟବହାର କରାଯାଇଛି । ଏହି ଫୋନ୍‌ରେ କ୍ବାଲ୍‌କମ୍‌ର 855 ପ୍ରସେସର ବ୍ୟବହାର କରାଯାଇଥିବା ବେଳେ ଏହାର ମୂଲ୍ୟ ଭାରତୀୟ ବଜାରରେ 30ରୁ 35 ହଜାର ମଧ୍ୟରେ ରହିବ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.