Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୋଭେଲ କରୋନା ଭୂତାଣୁ ସ୍ଥିତି ସମୀକ୍ଷା କଲେ କ୍ୟାବିନେଟ ସଚିବ
ଆଜିର ଖବର

ନୋଭେଲ କରୋନା ଭୂତାଣୁ ସ୍ଥିତି ସମୀକ୍ଷା କଲେ କ୍ୟାବିନେଟ ସଚିବ

February 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କେନ୍ଦ୍ର କ୍ୟାବିନେଟ ସଚିବ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନୋଭେଲ କରୋନା ଭୂତାଣୁ ମୁକାବିଲାର ସ୍ଥିତି, ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଏବଂ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବେସାମରିକ ବିମାନ ଚଳାଚଳ, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ସଚିବଙ୍କ ସମେତ ଏଏଫଏମଏସ ମହାନିର୍ଦ୍ଦେଶକ ଏବଂ ବୈଦେଶିକ ବ୍ୟାପାର, ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ, ଇମିଗ୍ରେସନ ବ୍ୟୁରୋ, ଆଇଟିବିପି ଓ ଭାରତୀୟ ସେନାର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ବୈଠକରେ ସାମ୍ପ୍ରତିକ ସ୍ଥିତିର ବିସ୍ତୃତ ଭାବେ ସମୀକ୍ଷା କରାଯାଇଥିଲା। ଏହାଛଡ଼ା ପୂର୍ବ ନିର୍ଦ୍ଦେଶାନାମା ଅନୁଯାୟୀ ସାମୁହିକ ଯାଂଚର ପରିଧିକୁ ବୃଦ୍ଧି କରିବା ଲାଗି ନିଷ୍ପତି ହୋଇଥିଲା। ବର୍ତମାନ କାଠମାଣ୍ଡୁ, ଇଣ୍ଡୋନେସିଆ, ଭିଏତନାମ ଓ ମାଲେସିଆରୁ ଆସୁଥିବା ବିମାନ ଯାତ୍ରୀଙ୍କୁ ସମସ୍ତ ବିମାନ ବନ୍ଦରରେ ଯାଂଚ କରିବାକୁ ନିଷ୍ପତି ହୋଇଛି ।
ଏହା ବାଦ ନୂଆ ଯାତ୍ରା ମାର୍ଗଦର୍ଶିକା ଜାରି କରାଯାଇଛି। ବର୍ତ୍ତମାନ ଆବଶ୍ୟକ ନଥିଲେ ସିଙ୍ଗାପୁର ଗସ୍ତ ଏଡ଼ାଇବା ଲାଗି ନାଗରିକମାନଙ୍କୁ ପରାମର୍ଶ ଦିଆଯାଇଛି ।
ଆଜିସୁଦ୍ଧା ୨୧,୮୦୫ ଯାତ୍ରୀଙ୍କୁ ସାମୂହିକ ଭାବେ ସତର୍କ ଦୃଷ୍ଟିରେ ରଖାଯାଇଛି । ଏହାବ୍ୟତୀତ ୩,୯୭,୧୫୨ ବିମାନ ଯାତ୍ରୀ ଏବଂ ସମୁଦ୍ର ମାର୍ଗରେ ଆସିଥିବା ୯,୬୯୫ ଯାତ୍ରୀଙ୍କୁ ମଧ୍ୟ ଯାଂଚ କରାଯାଇଛି ।

coronavirus କରୋନାଭାରସ ନୋଭେଲକରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025
Latest News

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.