Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ଭାରତ ବନ୍ଦ, ବଲାଙ୍ଗିର ଓ ସମ୍ବଲପୁରରେ ପ୍ରଭାବ
ଆଜିର ଖବର

ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ଭାରତ ବନ୍ଦ, ବଲାଙ୍ଗିର ଓ ସମ୍ବଲପୁରରେ ପ୍ରଭାବ

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ଦ
ଆସନ୍ତାକାଲି ଭାରତ ବନ୍ଦ: ବ୍ୟାଙ୍କ ଖୋଲା ରହିବ କି ବନ୍ଦ ରହିବ?, ଜାଣନ୍ତୁ

ସମୀକ୍ଷା ବ୍ୟୁରୋ

ସମ୍ବଲପୁର: ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦର ପ୍ରଭାବ ଓଡ଼ିଶାର ବେଶ୍‌ କିଛି ସ୍ଥାନରେ ଦେଖିବାକୁ ମିଳିଛି । ଜାତିଭିତ୍ତିକ ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଭୀମ ଆର୍ମି ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସମ୍ବଲପୁର, ସୋନପୁର, ବଲାଙ୍ଗିର ଆଦି ସହରରେ ଦେଖିବାକୁ ମିଳିଛି। ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ସମ୍ବଲପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସହରରେ ଗାଡ଼ି ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ସମ୍ବଲପୁର ଷ୍ଟେସନରେ ଭୀମ ଆର୍ମି କର୍ମକର୍ତ୍ତାମାନେ ଟ୍ରେନ୍ ଅଟକାଇଛନ୍ତି। ତେବେ ଏକ ଘଣ୍ଟା ବିଳମ୍ୱରେ ସମ୍ବଲପୁର-ପୁରୀ ଇଣ୍ଟରସିଟି ଛାଡ଼ିଛି। ସେହିପରି ବଲାଙ୍ଗିର ଜିଲ୍ଲାରେ ମଧ୍ୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ମଧ୍ୟ ଏନେଇ ବାର ଘଣ୍ଟିଆ ବନ୍ଦ ପାଳନ କରାଯାଉଛି ।

caa NRC strike
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.