Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲସରା ଶିଶୁ ମୃତ୍ୟୁ ମାମଲା : ମୃତକଙ୍କ ପରିବାରକୁ 4 ଲକ୍ଷର ସହାୟତା ରାଶି
ଆଜିର ଖବର

ପୋଲସରା ଶିଶୁ ମୃତ୍ୟୁ ମାମଲା : ମୃତକଙ୍କ ପରିବାରକୁ 4 ଲକ୍ଷର ସହାୟତା ରାଶି

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବ୍ରହ୍ମପୁରର ପୋଲସରାରେ ଘଟିଥିବା ଶିଶୁ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ପ୍ରତ୍ୟେକ ଶିଶୁଙ୍କ ପରିବାରକୁ 4 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଉଲ୍ଳେଖଯୋଗ୍ୟ ଯେ, ପୋଲସରା ଥାନା ଖରିଛଟା ଗାଁରେ ଏକ ପାଳଗଦାରେ ନିଆଁ ଲାଗି 4 ଶିଶୁ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ତିନି ଜଣ ଶିଶୁଙ୍କ ପ୍ରାଣହାନି ଘଟିଥିଲା । ତିନି ମୃତକଙ୍କ ନାମ ସାଇରାମ ଜାନି, ଦୀପକ ଗୌଡ଼ ଓ ଇତିଶ୍ରୀ ଜାନି ।

fire
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.