Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଗ୍‌ 29କେ ବିମାନ ଦୁର୍ଘଟଣାଗ୍ରସ୍ତ : ପାଇଲଟ୍‌ ସୁରକ୍ଷିତ
ଆଜିର ଖବର

ମିଗ୍‌ 29କେ ବିମାନ ଦୁର୍ଘଟଣାଗ୍ରସ୍ତ : ପାଇଲଟ୍‌ ସୁରକ୍ଷିତ

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଣାଜୀ : ରବିବାର ଏକ ମିଗ୍‌ 29କେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଆରେ ରବିବାର ସକାଳୁ ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଭାରତୀୟ ନୌସେନା ପକ୍ଷରୁ ସୂଚନା ଦିଆଯାଇଛି । ପାଇଲଟ୍‌ ଜଣକ ସୁରକ୍ଷିତ ଭାବରେ ବିମାନରୁ ଓହ୍ଲେଇଯାଇଥିବା ବେଳେ ଭାରତୀୟ ନୌସେନା ପକ୍ଷରୁ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଚଢେଇ ସହିତ ପିଟିହେବା କାରଣରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଉଲ୍ଲେଖଯୋଗ୍ୟ ଯେ, ନିକଟରେ ଗୋଆ ବିଧାନସଭାରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗୋଆ ବିମାନବନ୍ଦରରେ ଅବତରଣ କରୁଥିବା 10ଟି ବିମାନ ମଧ୍ୟରୁ ଗୋଟିଏ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥାଏ ।

goa navy
Share. Facebook Twitter LinkedIn Email WhatsApp Copy Link

Related Posts

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026
Latest News

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.