Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଲିଗଡରେ ସିଏଏ ବିରୋଧୀ ହିଂସା : ଇଣ୍ଟରନେଟ୍‌ ସେବା ବନ୍ଦ
ଆଜିର ଖବର

ଆଲିଗଡରେ ସିଏଏ ବିରୋଧୀ ହିଂସା : ଇଣ୍ଟରନେଟ୍‌ ସେବା ବନ୍ଦ

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଆଲିଗଡରେ ସିଏଏ ବିରୋଧୀ ହିଂସାକାଣ୍ଡ କାରଣରୁ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି । ସିଏଏ ବିରୋଧୀ ଆନ୍ଦୋଳନ ସମୟରେ ପୋଲିସ୍‌ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା । ରବିବାର ସନ୍ଧ୍ୟାରେ ବିକ୍ଷୋଭକାରୀଙ୍କ ପକ୍ଷରୁ ପଥର ଫିଙ୍ଗାଯିବା କାରଣରୁ ପୋଲିସ୍‌ ପକ୍ଷରୁ ଲୁହ ବୁହା ଗ୍ୟାସ୍‌ ପ୍ରୟୋଗ କରାଯାଇଥିଲା । ଏହି ଘଟଣା ପରେ ହିଂସାକାଣ୍ଡ ବ୍ୟାପିବା ଆଶଙ୍କା କରି ଆଲିଗଡର ଇଣ୍ଟରନେଟ ସେବା ବନ୍ଦ ରଖିବା ପାଇଁ ଜିଲ୍ଲାପାଳ ଚନ୍ଦ୍ରଭୂଷଣ ସିଂ ନିର୍ଦ୍ଦେଶ ଦେଇଥିଲେ । ରବିବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଏହି ସେବା ବନ୍ଦ ରଖାଯିବ । (ଏଜେନ୍ସି)

aligarh caa
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29, 2026

ଯୁକ୍ତ ତିନି ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା..

April 29, 2026

ସୋଆରେ ସାଇବର ସୁରକ୍ଷା ନେଇ ଦୁଇଦିନିଆ ଜାତୀୟ ସମ୍ମିଳନୀ

April 29, 2026
Latest News

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29, 2026

ଯୁକ୍ତ ତିନି ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା..

April 29, 2026

ସୋଆରେ ସାଇବର ସୁରକ୍ଷା ନେଇ ଦୁଇଦିନିଆ ଜାତୀୟ ସମ୍ମିଳନୀ

April 29, 2026

ଢେଙ୍କାନାଳରେ ଲଜ୍ଜା: ଦୁଷ୍କର୍ମ ପରେ ମୁହଁକୁ ହାଣିଲେ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.