Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଦୋହୀରେ ବିସ୍ଫୋରଣ : ୧୦ଜଣଙ୍କର ମୃତ୍ୟୁ
ଆଜିର ଖବର

ଭାଦୋହୀରେ ବିସ୍ଫୋରଣ : ୧୦ଜଣଙ୍କର ମୃତ୍ୟୁ

February 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶର ଭଦୋହୀ ଜିଲାର ରୋଟହା ବଜାରରେ ଥିବା ଏକ ବାଣ ବ୍ୟବସାୟୀଙ୍କ ଦୁଇ ମହଲା ଘରେ ବିସ୍ଫୋରଣ ଘଟିଛି । ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ବୃଦ୍ଧା ସମେତ ତିନିଜଣ ବାଳକ ମଧ୍ୟ ରହିଛନ୍ତି । ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।  ବିସ୍ଫୋରଣର ପ୍ରଭାବ ଏତେ ଭୟାନକ ଥିଲା ଯେ, ପଡୋଶୀ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅନୁସନ୍ଧାନ ଚଳାଇଛି । ସେଠାରେ ଅଧିକ ଶ୍ରମିକ କାମ କରୁଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଜଣାପଡିଛି । ଏପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026
Latest News

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.