Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଟ୍ରିକ୍‌ ପରୀକ୍ଷା : ଆଜି ତୃତୀୟ ଭାଷାର ପରୀକ୍ଷା ଦେବେ ପରୀକ୍ଷାର୍ଥୀ, କପି ରୋକିବାକୁ ଜାରି ହୋଇଛି 144 ଧାରା
ଆଜିର ଖବର

ମାଟ୍ରିକ୍‌ ପରୀକ୍ଷା : ଆଜି ତୃତୀୟ ଭାଷାର ପରୀକ୍ଷା ଦେବେ ପରୀକ୍ଷାର୍ଥୀ, କପି ରୋକିବାକୁ ଜାରି ହୋଇଛି 144 ଧାରା

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଢେଙ୍କାନାଳ : ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହୋଇଯାଇଛି । ଆଜି ତୃତୀୟ ଭାଷା ପରୀକ୍ଷା ଥିବାବେଳେ ବୋର୍ଡ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  କପି ରୋକିବାକୁ ଜାରି ହୋଇଛି 144 ଧାରା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବିରିବୁଲେଇ ଜନତା ସରକାରୀ ହାଇସ୍କୁଲରେ 144 ଧାରା ଜାରି ହୋଇଛି। ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଖୁଲମଖୁଲା କପି ଦିଆଯାଉଥିବା ଜଣାପଡ଼ିବା ପରେ ଏପରି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପ୍ରଶାସନ। ସୂଚନାଯୋଗ୍ୟ, ଶନିବାର ଇଂରାଜୀ ପରୀକ୍ଷା ବେଳେ ଅଭିଭାବକମାନେ ଖୁଲମଖୁଲା ସ୍କୁଲ କାନ୍ଥ ଡେଇଁ ପରୀକ୍ଷାର୍ଥୀଙ୍କୁ କପି ଦେଇଥିଲେ। କେବଳ କଙ୍କଡ଼ାହାଡ଼ ନୁହେଁ ଜିଲ୍ଲାର ୮୩ଟି ପରୀକ୍ଷା ସେଣ୍ଟରରେ କଡାକଡ଼ି ଭାବେ ପଦକ୍ଷେପ ନିଆଯାଇଥିବା ଜଣାପଡିଛି। ଅନ୍ୟପକ୍ଷରେ କଟକ ଜିଲ୍ଲାର ୫ଟି ପରୀକ୍ଷା କେନ୍ଦ୍ରରେ ଅତିରିକ୍ତ ଫୋର୍ସ ମୁତୟନ କରିବାକୁ କଟକ ଡିସିପି ଓ ଗ୍ରାମାଞ୍ଚଳ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦର ସମ୍ପାଦକ।

Share. Facebook Twitter LinkedIn Email WhatsApp Copy Link

Related Posts

ସବୁ ଉଚ୍ଚ ଶିକ୍ଷାକୁ ନିଃଶୁଳ୍କ କରି ପିଲାଙ୍କୁ ଶିକ୍ଷା ଋଣ ମୁକ୍ତ କର: ଓଡିଶା ଅଭିଭାବକ ମହାସଂଘ

April 12, 2026

ନିଯୁକ୍ତି ସନ୍ଧାନକାରୀ ନୁହେଁ, ନିଯୁକ୍ତି ସୃଷ୍ଟିକାରୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

April 12, 2026

ବିଭିନ୍ନ ମନ୍ଦିର ପରିଚାଳନା ଏବଂ ‘ଦେବୋତ୍ତର ଆଇନ’ର ସମୀକ୍ଷା କଲେ ଆଇନ ମନ୍ତ୍ରୀ

April 12, 2026

ଆଜି ଏପ୍ରିଲ ୧୨ ତାରିଖ ରବିବାରରେ ସାତୋଟି ରାଶି ପାଇଁ ରହିଛି ଧନ ବର୍ଷା

April 12, 2026
Latest News

ସବୁ ଉଚ୍ଚ ଶିକ୍ଷାକୁ ନିଃଶୁଳ୍କ କରି ପିଲାଙ୍କୁ ଶିକ୍ଷା ଋଣ ମୁକ୍ତ କର: ଓଡିଶା ଅଭିଭାବକ ମହାସଂଘ

April 12, 2026

ନିଯୁକ୍ତି ସନ୍ଧାନକାରୀ ନୁହେଁ, ନିଯୁକ୍ତି ସୃଷ୍ଟିକାରୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

April 12, 2026

ବିଭିନ୍ନ ମନ୍ଦିର ପରିଚାଳନା ଏବଂ ‘ଦେବୋତ୍ତର ଆଇନ’ର ସମୀକ୍ଷା କଲେ ଆଇନ ମନ୍ତ୍ରୀ

April 12, 2026

ଆଜି ଏପ୍ରିଲ ୧୨ ତାରିଖ ରବିବାରରେ ସାତୋଟି ରାଶି ପାଇଁ ରହିଛି ଧନ ବର୍ଷା

April 12, 2026

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.