Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୃଷ୍ଠା ଓଲଟାଇବା ପାଇଁ ଛେପ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦେଲେ ଅଧିକାରୀ
ଆଜିର ଖବର

ପୃଷ୍ଠା ଓଲଟାଇବା ପାଇଁ ଛେପ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦେଲେ ଅଧିକାରୀ

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟବରେଲୀ : ଉତ୍ତରପ୍ରଦେଶର ରାୟବରେଲୀ ଜିଲ୍ଲାର ମୁଖ୍ୟ ବିକାଶ ଅଧିକାରୀ ଏକ ଆଦେଶ ଜାରି କରିଛନ୍ତି। ଫାଇଲ୍‌ର ପୃଷ୍ଠା ଓଲଟାଇବା ପାଇଁ ଛେପର ବ୍ୟବହାର ନ କରିବାକୁ ଆଦେଶ ଜାରି କରାଯାଇଛି। ବିକାଶ ଅଧିକାରୀ ଏହି ସମ୍ବନ୍ଧରେ ଏହି ଆଦେଶ ଜାରି କହିଛନ୍ତି ଯେ, ଏପରି କରିବା ଦ୍ବାରା ବେମାରୀ ହେବାର ସମ୍ଭାବନା ବେଶ୍‌ ବଢିଯାଇଥାଏ । ଏହି ଅଭ୍ୟାସରୁ ଦୂରେଇ ରହିଲେ ସଂକ୍ରମିତ ବେମାରୀରେ ପଡିବା ନେଇ ବିପଦ କମ୍‌ ରହିବ।

ରାୟବରେଲି ଜିଲ୍ଲା ବିକାଶ ଅଧିକାରୀ କହିଛନ୍ତି ଯେ, ଅଧିକାଂଶ ସମୟରେ ଅଧିକାରୀ ଓ କର୍ମଚାରୀ ଫାଇଲ୍‌ର ପୃଷ୍ଠାଗୁଡ଼ିକୁ ଓଲଟାଇବା ପାଇଁ ଛେପ ବ୍ୟବହାର କରୁଛନ୍ତି। ଏହା ଦ୍ବାରା ସଂକ୍ରମଣ ରୋଗ ବ୍ୟାପିବାର ଆଶଙ୍କା ବେଶି ରହୁଛି ।

ବିକାଶ ଅଧିକାରୀଙ୍କ ଆଦେଶ ମୁତାବକ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ (ବିକାଶ)/ ଖଣ୍ଡ ବିକାଶ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ ସଂକ୍ରମଣ ରୋଗରୁ ବର୍ତ୍ତିବା ପାଇଁ ଫାଇଲ୍‌ର ପୃଷ୍ଠା ଓଲଟାଇବା ସମୟରେ ଛେପର  ବ୍ୟବହାର ବ୍ୟବହାର ନ କରି ଏଥିପାଇଁ ପାଣିର ସ୍ପଞ୍ଜ ବ୍ୟବହାର କରନ୍ତୁ । ଏହି ନିୟମକୁ କଡାକଡି ଭାବରେ ଲାଗୁ କରାଯିବା ନେଇ ଅଧିକାରୀ କହିବା ସହିତ ଏପରି ନିୟମ ନେଇ ତିନି ଦିନମଧ୍ୟରେ ସିଡିଓ କାର୍ଯ୍ୟାଳୟକୁ ଏହି ସମ୍ବନ୍ଧୀୟ ରିପୋର୍ଟ ପ୍ରଦାନ କରାଯିବାକୁ କହିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026
Latest News

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.