Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌
ଆଜିର ଖବର

ଭାରତରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମ୍ମଦାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତରେ ପହଞ୍ଚିଲେ। ଗୁଜୁରାଟର ଅହମଦାବାଦ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ପରିବାର। ସ୍ବତନ୍ତ୍ର ବିମାନ ଏୟାରଫୋର୍ସ ଓ୍ବାନ୍‌’ରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି। ଟ୍ରମ୍ପ୍‌ଙ୍କ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ପ୍ରସ୍ତୁତ ରହିଛି ଅହମ୍ମଦାବାଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ରମ୍ପ୍‌ଙ୍କ ସ୍ବାଗତ ପାଇଁ ଅହମଦାବାଦଠାରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଆମେରିକୀୟ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ସ୍ବାଗତ କରିବେ ମୋଦି।

ଏୟାରପୋର୍ଟରୁ ମୋଟରା ଷ୍ଟାଡିୟମ୍‌ ପର୍ଯ୍ୟନ୍ତ ଦୁଇ ନେତା 22 କିମି ରୋଡ୍‌ ଶୋ’ କରିବେ। ଏହି ଅବସରରେ ସାବରମତୀ ଆଶ୍ରମରେ କିଛି ସମୟ ରହିବେ ଦୁଇ ନେତା। ଏଠାରେ ରାଷ୍ଟ୍ରପିତା ମହତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌।

Share. Facebook Twitter LinkedIn Email WhatsApp Copy Link

Related Posts

ଗହମ ଏବଂ ଯଅ ଉତ୍ପାଦନ ବୃଦ୍ଧି ସହିତ ଖର୍ଚ୍ଚ ହ୍ରାସ କରିବାକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଆହ୍ବାନ

August 27, 2025

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ, ମିଳିବ ସଫଳତା

August 27, 2025

ଆଜି ପ୍ରଭୃ ଶ୍ରୀଗଣେଶଙ୍କ ପୂଜା, ଜାଣନ୍ତୁ କେତେବେଳେ ଅଛି ପୂଜା କରିବା ମୂହୁର୍ତ୍ତ

August 27, 2025

ଆଜି ଗଣେଶ ପୂଜାରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ ଜ୍ଞାନ, ଜାଣନ୍ତୁ ରାଶିଫଳ

August 27, 2025
Latest News

ଗହମ ଏବଂ ଯଅ ଉତ୍ପାଦନ ବୃଦ୍ଧି ସହିତ ଖର୍ଚ୍ଚ ହ୍ରାସ କରିବାକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଆହ୍ବାନ

August 27, 2025

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ, ମିଳିବ ସଫଳତା

August 27, 2025

ଆଜି ପ୍ରଭୃ ଶ୍ରୀଗଣେଶଙ୍କ ପୂଜା, ଜାଣନ୍ତୁ କେତେବେଳେ ଅଛି ପୂଜା କରିବା ମୂହୁର୍ତ୍ତ

August 27, 2025

ଆଜି ଗଣେଶ ପୂଜାରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ ଜ୍ଞାନ, ଜାଣନ୍ତୁ ରାଶିଫଳ

August 27, 2025

ମା ତାରିଣୀ ପୀଠରେ ନିର୍ମାଣ ହେବ ଯଜ୍ଞ ମଣ୍ଡପ, କଲ୍ୟାଣ ମଣ୍ଡପ ଏବଂ ବ୍ୟାଖ୍ୟାନ କେନ୍ଦ୍ର

August 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.