Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଦିଲ୍ଲୀରେ ସିଏଏ ହିଂସାକାଣ୍ଡ ଓ ପୋଡାଜଳା
ଆଜିର ଖବର

ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଦିଲ୍ଲୀରେ ସିଏଏ ହିଂସାକାଣ୍ଡ ଓ ପୋଡାଜଳା

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ ସିଏଏ ବିରୋଧୀ ହିଂସାକାଣ୍ଡ ଏବଂ ପୋଡାଜଳା ସଙ୍ଗଠିତ ହୋଇଛି । 24 ଘଣ୍ଟାରୁ କମ୍‌ ସମୟ ମଧ୍ୟରେ ଦିଲ୍ଲୀରେ ଦ୍ବିତୀୟ ଥର ପାଇଁ ହିଂସାକାଣ୍ଡ ଘଟିଛି । ଦିଲ୍ଲୀର କବୀର ନଗର ଅଞ୍ଚଳ ଏବଂ ମୌଜପୁର ମେଟ୍ରୋ ଷ୍ଟେସନ୍‌ ଅଞ୍ଚଳରେ ଏହି ହିଂସାକାଣ୍ଡ ଘଟିଛି । ଏହା ସହିତ ଉକ୍ତ ଭିଡିଓରେ ଆକ୍ରମଣକାରୀ ମାନେ ଜୟ ଶ୍ରୀରାମ ନାରା ଦେଉଥିବା ଦେଖିବାକୁ ମିଳିଥିଲା । ଆକ୍ରମଣକାରୀଙ୍କ ଉପରକୁ ପୋଲିସ୍‌ ପକ୍ଷରୁ ଲାଠିଚାଳନା କରାଯାଇଥିବା ବେଳେ ଆକ୍ରମଣକାରୀଙ୍କ ପକ୍ଷରୁ ଏକ ଅଟୋରେ ନିଆଁ ଲଗାଇ ଦିଆଯାଇଥିଲା । (ଏଜେନ୍ସି)

caa delhi trump
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.