Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ : ପାଇଲଟ୍‌ ନିହତ
ଆଜିର ଖବର

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ : ପାଇଲଟ୍‌ ନିହତ

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଟିଆଲା : ଭାରତୀୟ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ସହିତ ଜଣେ ପାଇଲଟ୍‌ ପ୍ରାଣ ହରାଇଛନ୍ତି । ପଟିଆଲାରେ ଦୁର୍ଘଟଣାଗ୍ରସ୍ତ ଏହି ବିମାନରେ ଜଣେ ପାଇଲଟ୍‌ଙ୍କ ପ୍ରାଣହାନି ଘଟିଥିବା ବେଳେ ଜଣେ ଏନ୍‌ସିସି କ୍ୟାଡେଟ୍‌ ଆହତ ହୋଇଛନ୍ତି । ପଟିଆଲା ଆଭିଏସନ୍‌ କ୍ଲବ୍‌ର ଏହି ପ୍ରଶିକ୍ଷଣ ବିମାନଟି ସଙ୍ଗ୍ରୁରରେ ଦୁର୍ଘଟଣାଗ୍ରସ୍ତ ହେବା ସହିତ ପାଇଲଟ୍‌ ଜଣକ ପ୍ରାଣ ହରାଇଛନ୍ତି । ନିହତ ପାଇଲଟ ଜଣକ ହେଉଛନ୍ତି ଓ୍ବିଙ୍ଗ କମାଣ୍ଡର ଜି ଏସ୍‌ ଚିମା । ଆହତ ଏନ୍‌ସିସି କ୍ୟାଡେଟ୍‌ଙ୍କ ନାମ ବିପନ କୁମାର ଯାଦବ । (ଏଜେନ୍ସି)

iaf
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026
Latest News

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.