Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବୈତ ନଗରୀ ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ କୋହଲା ପାଗ
ଆଜିର ଖବର

ଦ୍ବୈତ ନଗରୀ ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ କୋହଲା ପାଗ

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳରେ ଘଡଘଡି ସହ ବର୍ଷା ହେବ ବୋଲି ସୂଚନା ରହିଛି । ଏହି ସମୟରେ 30ରୁ 40 କିମି. ବେଗରେ ପବନ ବହିବ ବୋଲି ସୂଚନା ରହିଛି ।  ଆଜି ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଏନେଇ 17ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ,  ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼।

ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶାରେ ଘନ କୁହୁଡି ପଡିବ । କୁହୁଡି ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି – ନୟାଗଡ଼ା, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, ଅନୁଗୁଳରେ ଘନ କୁହୁଡି ରହିବ ବୋଲି ପାଣିପାଗ ବିଭାଗ କହିଛି ।

ଗତ 24 ଘଣ୍ଟା ମଧ୍ୟରେ ସୋନପୁରରେ ସର୍ବାଧିକ 57.8 ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବୌଦ୍ଧ 45.2, ବଲାଙ୍ଗିର 30, ତାଳଚେର 14, ବାରିପଦାରେ 5 ମିମି ବର୍ଷା ହୋଇଥିବାର ରେକର୍ଡ କରାଯାଇଛି ।

bbsr cuttack rain
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.