Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତି ଭବନରେ ଟ୍ରମ୍ପ୍‌-ମିଲେନିଆ
ଆଜିର ଖବର

ରାଷ୍ଟ୍ରପତି ଭବନରେ ଟ୍ରମ୍ପ୍‌-ମିଲେନିଆ

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ । ରାଷ୍ଟ୍ରପତି ଭବନରେ ଟ୍ରମ୍ପ୍‌ଙ୍କୁ ଔପଚାରିକ ଭାବେ ସ୍ବାଗତ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଭବନରେ ଟ୍ରମ୍ପ୍‌ଙ୍କୁ ଗାର୍ଡ ଅଫ୍‌ ଅନର୍‌ ପ୍ରଦାନ କରାଯାଇଛି ।

ଗତକାଲି ଅହମ୍ମଦାବାଦଠାରେ ଧମାକାଦାର ଭାବେ ଆମେରିକା ରାଷ୍ଟ୍ରପତି ଓ ତାଙ୍କ ପରିବାରକୁ ସ୍ବାଗତ କରାଯାଇଥିବାବେଳେ ଆଜି ଦିଲ୍ଲୀଠାରେ ଟ୍ରମ୍ପ୍‌ଙ୍କ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ରହିଛି । ରାଷ୍ଟ୍ରପତି ଭବନରେ ଆମେରିକା ରାଷ୍ଟ୍ରପତିଙ୍କୁ ଔପଚାରିକ ସ୍ବାଗତ କରାଯାଇଥିବାବେଳେ ଆଜି ଟ୍ରମ୍ପ୍‌ ରାଜଘାଟ ଠାରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ସମାଧୀ ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ଏହା ପରେ ଆମେରିକା ରାଷ୍ଟ୍ରପତି ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ହାଇଦ୍ରାବାଦ ହାଉସ୍‌ଠାରେ ଦ୍ବିପାକ୍ଷିକ ବୈଠକ କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ବୈଠକ କରିବେ ।

donladtrumph narendra modi ramanathkovind
Share. Facebook Twitter LinkedIn Email WhatsApp Copy Link

Related Posts

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026
Latest News

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.