Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସାକାଣ୍ଡ : ଯିଏ ଉସୁକେଇଥିବ ତା’ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ – ଗୌତମ ଗମ୍ଭୀର
ଆଜିର ଖବର

ଦିଲ୍ଲୀ ହିଂସାକାଣ୍ଡ : ଯିଏ ଉସୁକେଇଥିବ ତା’ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ – ଗୌତମ ଗମ୍ଭୀର

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ହିଂସାକାଣ୍ଡ ମାମଲାରେ ଭାରତୀୟ ଜନତା ପାର୍ଟିର ସାଂସଦ ଗୌତମ ଗମ୍ଭୀର ବୟାନ ଦେଇ ହିଂସାକାଣ୍ଡ ପାଇଁ ଯିଏ ଦାୟୀ ତା’ ଉପରେ କାର୍ଯ୍ୟାନୁଷ୍ଠାନ କରିବାକୁ ଦାବି କରିଛନ୍ତି । ଗୌତମ ଗମ୍ଭୀର କହିଛନ୍ତି ଯେ, ଯିଏ ବି ଉତ୍ତେଜିତ ଭାଷଣ ଦେବ, ତା’ ଉପରେ କାର୍ଯ୍ୟାନୁଷ୍ଠାନ କରାଯିବ । କିଏ ଦେଇଛି, କେଉଁ ଦଳ ସହିତ ତା’ର ସମ୍ପର୍କ ରହିଛି ଏନେଇ କିଛି ପ୍ରଭାବ ପଡିବ ନାହିଁ ବୋଲି କହିଛନ୍ତି ଗୌତମ ଗମ୍ଭୀର ।

ପୂର୍ବ ଦିଲ୍ଲୀର ସାଂସଦ ଗୌତମ ଗମ୍ଭୀର ଆଜି ମୌଜପୁର ହିଂସାକାଣ୍ଡରେ ଆହତ ହୋଇଥିବା ଡିସିପି ଅମିତ ଶର୍ମାଙ୍କୁ ସାକ୍ଷାତ କରିଛନ୍ତି । ପଟପଡଗଞ୍ଜ ମ୍ୟାକ୍ସ ହସ୍ପିଟାଲ୍‌ରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରିଥିଲେ । ଦୁଇଦିନ ଧରି ଦିଲ୍ଲୀରେ ଚାଲିଥିବା ହିଂସାକୁ ନେଇ ବିଜେପି ସାଂସଦ ଗୌତମ ଗମ୍ଭୀର କହିଛନ୍ତି ଯେ, ଉତ୍ତର ପୂର୍ବ ଦିଲ୍ଲୀରେ ହେଉଥିବା ହିଂସାକାଣ୍ଡରେ ଯେଉଁମାନେ ସାମିଲ୍‌ ରହିଛନ୍ତି, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସେ ଯେକୌଣସି ଦଳର ହୋଇଥାନ୍ତୁ ନା କାହିଁକି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଯଦି ଏହି କାଣ୍ଡରେ କପିଲ୍‌ ମିଶ୍ରାଙ୍କ ହାତ ରହିଥିବ, ତେବେ ତାଙ୍କ ବିରୋଧରେ ମଧ୍ୟ ମାମଲା ଦାଏର କରାଯିବ ।

ସୂଚନାଯୋଗ୍ୟ, ଜାନୁଆରୀ 22 ତାରିଖରେ ଶାହିନବାଗ୍‌ ପରେ ଜାଫରବାଦ ଓ ଚାନ୍ଦ ବାଗ୍‌ରେ ରାସ୍ତା ବନ୍ଦକୁ ନେଇ କପିଲ ମିଶ୍ରା ଧମକ ଦେଇ କହିଥିଲେ ଯେ, ଦିଲ୍ଲୀ ପୁଲିସ୍‌ ତିନି ଦିନ ଭିତରେ ରାସ୍ତାକୁ ଖାଲି କରାନ୍ତୁ । ଯଦି ତିନି ଦିନ ଭିତରେ ରାସ୍ତା ଖାଲି ନ ହେବ, ତେବେ ଆମେ ରାସ୍ତାକୁ ଓହ୍ଲାଇବୁ ଓ ପୁଲିସ୍‌ର କଥା ମଧ୍ୟ ଶୁଣିବୁ ନାହିଁ ବୋଲି କହିଥିଲେ । କପିଲ ମିଶ୍ରାଙ୍କ ଏହି ବୟାନ ପରେ ହିଂସା ଆରମ୍ଭ ହୋଇଥିଲା ।

delhiviolence goutamgambhir
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.