Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାଇନ୍‌ ଫ୍ଲୁରେ ପୀଡିତ 6 ସୁପ୍ରିମକୋର୍ଟ ବିଚାରପତି
ଆଜିର ଖବର

ସ୍ବାଇନ୍‌ ଫ୍ଲୁରେ ପୀଡିତ 6 ସୁପ୍ରିମକୋର୍ଟ ବିଚାରପତି

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସ୍ବାଇନ୍‌ ଫ୍ଲୁରେ ପୀଡିତ ହୋଇଛନ୍ତି ସୁପ୍ରିମକୋର୍ଟର 6 ବିଚାରପତି । ମଙ୍ଗଳବାର ମିଳିଥିବା ସୂଚନା ଅନୁଯାୟୀ ସ୍ବାଇନ୍‌ ଫ୍ଲୁରେ ପୀଡିତ ହୋଇ 6 ଜଣ ବିଚାରପତି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି । ଏହି ଘଟଣାକୁ ନେଇ ସୁପ୍ରିମ୍‌କୋର୍ଟର ବରିଷ୍ଠ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ ମୁଖ୍ୟ ବିଚାରପତି ଏସ୍‌ ଏ ବୋବଡେଙ୍କ ସହିତ ଏକ ବୈଠକ କରିଛନ୍ତି । ମଙ୍ଗଳବାର ଅନ୍ୟତମ ବରିଷ୍ଠ ବିଚାରପତି ସଞ୍ଜୀବ ଖନ୍ନା ମାସ୍କ ପିନ୍ଧି କୋର୍ଟ ଆସିଥିଲେ । ଅପର ପକ୍ଷରେ କୋର୍ଟରେ ସ୍ବାଇନ୍‌ ଫ୍ଲୁର ଟୀକା ମହଜୁଦ ରଖିବା ପାଇଁ ସର୍ବୋଚ୍ଚ କୋର୍ଟ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ଓକିଲ ଏବଂ ବିଚାରପତିଙ୍କ ପାଇଁ ଟୀକାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟ ବିଚାରପତି ପ୍ରକାଶ କରିଛନ୍ତି । (ଏଜେନ୍ସି)

supremecourt swineflu
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.