Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସାକାଣ୍ଡ ପାଇଁ ବିଜେପି ନେତୃତ୍ବ ଦାୟୀ : ଓଓ୍ବେସୀ
ଆଜିର ଖବର

ଦିଲ୍ଲୀ ହିଂସାକାଣ୍ଡ ପାଇଁ ବିଜେପି ନେତୃତ୍ବ ଦାୟୀ : ଓଓ୍ବେସୀ

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ଦିଲ୍ଲୀ ହିଂସାକାଣ୍ଡ ପାଇଁ ବିଜେପି ନେତୃବୃନ୍ଦଙ୍କୁ ଦାୟୀ କରିଛନ୍ତି ହାଇଦ୍ରାବାଦ ସାଂସଦ ଅସଦ୍ଦୁଦ୍ଦିନ ଓଓ୍ବେସୀ । ସିଏଏକୁ ନେଇ ସଙ୍ଗଠିତ ହିଂସାରେ ବର୍ତ୍ତମାନ ସୁଦ୍ଧା ଉତ୍ତର ପୂର୍ବ ଦିଲ୍ଲୀରେ 7 ଜଣଙ୍କର ମୃତ୍ୟୁ ଘଟିଛି । ହାଇଦ୍ରାବାଦର ଅନ୍ୟତମ ସାଂସଦ ଜି କିଶାନ ରେଡ୍ଡୀଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି ଓଓ୍ବେସୀ । ହାଇଦ୍ରାବାଦରେ ମିଠା ଖାଇବା ଅପେକ୍ଷା ଦିଲ୍ଳୀର ସୁରକ୍ଷା ଗୁରୁତ୍ବପୂର୍ଣ୍ଣ ବୋଲି ଓଓ୍ବେସୀ କହିଛନ୍ତି । ରାଜଧାନୀ ଦିଲ୍ଲୀରେ ଅଶାନ୍ତି ଲାଗି ରହିଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ଜି କିଶାନ ରେଡ୍ଡୀ ହାଇଦ୍ରାବାଦରେ ଅବସ୍ଥାନ କରିବା ଆଶ୍ଚର୍ଯ୍ୟ ଜନକ ବୋଲି ଓଓ୍ବେସୀ ମତ ଦେଇଛନ୍ତି । ଟ୍ରମ୍ପଙ୍କ ଗସ୍ତ ସମୟରେ ବିପକ୍ଷ ଦଳଙ୍କ ପକ୍ଷରୁ ଜାଣିଶୁଣି ହିଂସାକାଣ୍ଡ ଘଟାଉଛନ୍ତି ବୋଲି କିଶାନ ରେଡ୍ଡୀ ମତ ଦେଇଥିଲେ । କୌଣସି ବି ପରସ୍ଥିତିରେ ଅଭିଯୁକ୍ତଙ୍କୁ ଛଡାଯିବ ନାହିଁ ବୋଲି ରେଡ୍ଡୀ ମତ ଦେଇଥିଲେ । (ଏଜେନ୍ସି)

gkishanreddy owaisi
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.