Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଆଁରେ ପୋଡି ହୋଇ ଗୁଜରାଟରେ ପ୍ରାଣ ହରାଇଲେ 3 ଓଡିଆ
ଆଜିର ଖବର

ନିଆଁରେ ପୋଡି ହୋଇ ଗୁଜରାଟରେ ପ୍ରାଣ ହରାଇଲେ 3 ଓଡିଆ

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଅହମଦାବାଦର ଲୋଟସ୍‌ ଲେବଲ୍‌ ସୂତାକଳରେ ପ୍ରାଣ ହରାଇଛନ୍ତି 3 ଓଡିଆ ଯୁବକ । ଯାଜପୁରର ଜାମଧର ଗ୍ରାମ ପଞ୍ଚାୟତର ରେକାବୀ ବଜାରର ତିନି ଯୁବକ 22 ତାରିଖରେ ଗୁଜରାଟରେ ପ୍ରାଣ ହରାଇଥିଲେ । ତିନି ମୃତକଙ୍କ ନାମ ହେଉଛି ଦୟାନିଧି ଖୁଣ୍ଟିଆ(35), ଚିନ୍ମୟ ଖୁଣ୍ଟିଆ(25) ଏବଂ କମଲେଶ ସିଂ(23) । ଏହି ଖବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୋ ପରିବାର ମୁଖ୍ୟ ଅରୂପ ପଟ୍ଟନାୟକଙ୍କ ନଜରକୁ ଆଣିଛନ୍ତି ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାଶ । ମୃତ ଶ୍ରମିକଙ୍କ ପରିବାରକୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଓଏସ୍‌ଡି ଗୋପବନ୍ଧୁ ଦାଶ ଶ୍ରମ କମିଶନ ଏବଂ ଲୋଟସ୍‌ ଲେବଲ୍‌ ସୂତାକଳର ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି । 23 ତାରିଖ ଦିନ ଶବ ବ୍ୟବଚ୍ଛେଦ ପରେ ଆଜି ପରିବାର ବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା । ବିଧାୟକ ଅହମଦାବାଦରୁ ମୃତଦେହ ଆସିବାର ସମସ୍ତ ଖର୍ଚ୍ଚ ନିଜ ପକେଟରୁ ବହନ କରିଥିଲେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Latest News

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026

ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.