Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ସିଏଏ ହିଂସାକାଣ୍ଡ ମୃତ୍ୟୁ ସଂଖ୍ୟା 19କୁ ବୃଦ୍ଧି : ନେତାଙ୍କ ଆରୋପ ପ୍ରତ୍ୟାରୋପ ରାଜନୀତି
ଆଜିର ଖବର

ଦିଲ୍ଲୀରେ ସିଏଏ ହିଂସାକାଣ୍ଡ ମୃତ୍ୟୁ ସଂଖ୍ୟା 19କୁ ବୃଦ୍ଧି : ନେତାଙ୍କ ଆରୋପ ପ୍ରତ୍ୟାରୋପ ରାଜନୀତି

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
New Delhi: The destruction caused during violence that erupted on Monday over the Citizenship Amendment Act in northeast Delhi; on Feb 25, 2020. (Photo: Bidesh Manna/IANS)

ନୂଆଦିଲ୍ଲୀ : ସିଏଏକୁ ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି । ବିଗତ ଦୁଇ ଦିନ୍ ଧରି ଚାଲିଥିବା ଏହି ହିଂସାକାଣ୍ଡରେ 19 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 150ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ହିଂସାକାଣ୍ଡ କାରଣରୁ ଉତ୍ତର ପୂର୍ବ ଦିଲ୍ଲୀରେ କର୍ଫ୍ୟୁ ଜାରି କରାଯାଇଥିବା ବେଳେ ସମସ୍ତ ସ୍କୁଲ କଲେଜକୁ ବନ୍ଦ ରଖାଯାଇଛି । ଦିଲ୍ଲୀର ବିଭିନ୍ନ ସ୍ଥାନରେ ହିଂସା କାଣ୍ଡ ଜାରି ରହିଥିବା ବେଳେ ରାଜନୈତିକ ଦଳଙ୍କ ପକ୍ଷରୁ ଆରୋପ ପ୍ରତ୍ୟାରୋପର ରାଜନୀତି ଥମିବାର ନାମ ନେଉନାହିଁ । ବିଜେପି ସଦାସର୍ବଦା ହିଂସା ଏବଂ ଦଙ୍ଗାର ରାଜନୀତି କରୁଛି ବୋଲି କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭୀ ଟ୍ବିଟ୍‌ କରିଛନ୍ତି । ସେହିପରି ବିଜେପିର ବିବାଦୀୟ ନେତା କପିଲ ମିଶ୍ର ମଧ୍ୟ ଏକ ଟ୍ବିଟ୍‌ କରିଛନ୍ତି । ଆକ୍ରମଣରେ ନିହତ ପୋଲିସ୍‌ କନେଷ୍ଟବଳଙ୍କ ପରିବାରକୁ 1 କୋଟିର ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ କେଜ୍ରିଓ୍ବାଲଙ୍କୁ ଟ୍ବିଟ୍‌ କରିଛନ୍ତି କପିଲ୍‌ । (ଏଜେନ୍ସି)

caa delhi
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.