Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»76 କିଗ୍ରା ଗଞ୍ଜେଇ ଜବତ : 3 ଗିରଫ
ଆଜିର ଖବର

76 କିଗ୍ରା ଗଞ୍ଜେଇ ଜବତ : 3 ଗିରଫ

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ଗଜପତି ଜିଲ୍ଲା ଅଡ଼ବା ଥାନା ପୋଳିସ୍ ଚୁଡ଼ଙ୍ଗପୁର ଅଞ୍ଚଳରୁ ବେଆଇନ ଗଞ୍ଜେଇ ଚାଲାଣ ବେଳେ ଏକ କାରରୁ 76 କେଜି ଗଂଜେଇ ଜବତ କରିଛି । ଗଞ୍ଜେଇ ଜବତ କରିବା ସହ ବେଆଇନ ଗଞ୍ଜେଇ ଚାଲାଣରେ ସଂପୃକ୍ତ 3 ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଳିସ୍ । ଗିରଫ ଅଭିଯୁକ୍ତମାନେ ହେଲେ ଅଡ଼ବା ଥାନା ଚୁଡ଼ଙ୍ଗପୁର ଗାଁର ସଂଜୟ କୁମାର ପରିଛା, କିଶୋର କୁମାର ପରିଚ୍ଛା ଓ ରାୟଗଡ଼ ଗାଁର ମନୋନିତ ମାଳି । ସୂଚନାଥାଉକି ଅଡ଼ବା ଥାନା ପୋଳିସ୍ ବିଳମ୍ବିତ ରାତିରେ ଅନ୍ତରବା ଓ ଚୁଡ଼ଙ୍ଗପୁର ଅଂଚଳରେ ପେଟ୍ରୋଲିଂ କରୁଥିବା ବେଳେ ଏକ କାର୍‌କୁ ସନ୍ଦେହରେ ଯାଞ୍ଚ କରିଥିଲେ । ଯାଞ୍ଚ ବେଳେ କାର୍‌ରୁ ୩ ବସ୍ତା ଗଞ୍ଜେଇ ଜବତ ହୋଇଛି । ଚୁଡ଼ଙ୍ଗପୁର ଅଂଚଳରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଅଭିମୁଖେ ଚାଲାଣ ହେଉଥିବା ଜଣାପଡ଼ିଛି । ପୋଲିସ୍ 3 ଅଭିଯୁକ୍ତଙ୍କୁ କୋର୍ଟଚାଲଣ କରିଛି ।

Gajapati ganja
Share. Facebook Twitter LinkedIn Email WhatsApp Copy Link

Related Posts

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026
Latest News

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.