Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»38 କିଗ୍ରା ଗଞ୍ଜେଇ ସହିତ କାର ଜବତ : ଅଭିଯୁକ୍ତ ଫେରାର
ଆଜିର ଖବର

38 କିଗ୍ରା ଗଞ୍ଜେଇ ସହିତ କାର ଜବତ : ଅଭିଯୁକ୍ତ ଫେରାର

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : 38 କେଜି ଗଞ୍ଜେଇ ସହ ଏକ ଇଣ୍ଡିଗୋ କାର ଜବତ କରିଛି ପୋଲିସ୍ । ପୋଲିସ୍‌ ଗାଡିକୁ ଦେଖି ଚୋରା ବେପାରି ଗାଡି ଛାଡି ଫେରାର ହୋଇଯାଇଥିଲେ । ରେଢାଖୋଲ ଗଞ୍ଜେଇ ବେପାରିଙ୍କ ଚରାଭୁଇଁ ଭାବେ ପରିଗଣିତ ହେବାରେ ଲାଗିଛି । ସକାଳ ୯ଟାରେ ରେଢାଖୋଲ ପଟୁ ଆସୁଥିବା ଏକ ଇଣ୍ଡିଗୋ ଗାଡି (ଓଆର୍ 19 ଏମ୍ 2288)ରେ ଗଞ୍ଜେଇ ଆସୁଥିବାର ଖବର ନାକ୍ଟିଦେଉଳ ପୋଲିସ ଜାଣିବାକୁ ପାଇଥିଲା । ନାକ୍ଟିଦେଉଳ ଥାନା ଚରଡପଶି ନିକଟସ୍ଥ ହାତିମରା ବୁଲାଣି ନିକଟରେ ଇଣ୍ଡିଗୋ କାରଟିକୁ ପୋଲିସ୍ ଅଟକାଇବାକୁ ଚେଷ୍ଟା କରିଥିଲା । ଚୋରା ବେପାରିମାନେ ପୋଲିସ୍ ଆସୁଥିବା ଜାଣି ଗାଡି ଛାଡି ଫେରାର ହେବାରେ ସକ୍ଷମ ହୋଇଥିଲେ । ନାକ୍ଟିଦେଉଳ ପୋଲିସ୍ ଗାଡି ଭିତରୁ ୩୮ କେଜି ଗଞ୍ଜେଇ ଜବତ କରିବା ସହ ଗାଡିଟିକୁ ଜବତ କରିବାରେ ସକ୍ଷମ ହୋଇଛି ।

ganja rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.